Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |

05-Aug-2026

ଖରିପଡିଆ - କୋରକୋରା ରାସ୍ତାରେ ୪ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ, ସାଧାରଣ ଯାତ୍ରା ବ୍ୟାହତ।

ଓଡିଶା ଜନମତ,  ଜଗତସିଂହପୁର
ଜ୍ୟୋତି ରଞ୍ଜନ ପଟ୍ଟନାୟକ.....
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ପାଇକା ନଦୀ ରେ  ପ୍ରଳୟଙ୍କରୀ ବନ୍ୟା ଆସିବା ଦ୍ୱାରା ରଘୁନାଥପୁର ରୁ କୋରକୋରା ରାସ୍ତା ଓ ଖରିପଡିଆ ଠାରୁ କୋରକୋରା ରାସ୍ତା ରେ  ୪ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେବା ଦ୍ଵାରା ଏହି ରାସ୍ତାରେ ଯାତାୟାତ ସମୁର୍ଣ୍ଣ ଠପ ହୋଇ ଯାଇଛି l ଯାହାଦ୍ଵାରା ୭ ଗୋଟି ଗ୍ରାମ ଯଥା କୋରକୋରା, ପଣ୍ଡୁଅl, ପଦ୍ମପୁର, ଖରିପଡିଆ, ଗୋପlଳପୁର୍, ଜଗନ୍ନାଥପୁର ର୍ଓ ରଘୁନାଥପୁର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି l ଏପରି କି କୋରକୋରା ଗ୍ରାମରେ ଥିବା ପ୍ରସିଦ୍ଧ ରୁଦ୍ରେଶ୍ଵର ମନ୍ଦିର କୁ ଯିବାପାଇଁ ହଜlର, ହଜlର ଭକ୍ତ, ଶ୍ରଦ୍ଧାଳୁମାନେ ଯିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ରାସ୍ତା ଦେଇ ଯାଉଥିବା ବହୁ ଛାତ୍ରଛାତ୍ରୀ ସ୍କୁଲ, କଲେଜ କୁ ଯିବା ସମ୍ଭବପର ହେଉ ନାହିଁ। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ତୁରନ୍ତ ଖରିପଡିଆ - କୋରକୋରା ରାସ୍ତା କୁ ପାଞ୍ଚ ଫୁଟ ଉଚ୍ଚ ର ଢଳେଇ ରାସ୍ତା ନିର୍ମାଣ କରିବାକୁ ଅଞ୍ଚଳ ବାସୀଙ୍କ ପକ୍ଷରୁ  ଦାବି ହୋଇଛି।

News Comment

You Might Also Like

BACK TO TOP