Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |

05-Aug-2026

ଭୂମିହୀନଙ୍କୁ ଜମି ପଟ୍ଟା, ଶିକ୍ଷା ଓ ସ୍ୱାସ୍ଥ୍ୟ ସୁବିଧା ଦାବିରେ AIARLAର ବୈଠକ; ଅଗଷ୍ଟ ୧୩-୧୪ରେ ଅନଶନ-ସତ୍ୟାଗ୍ରହ ଘୋଷଣା |
ଓଡିଶା ଜନମତ ରାୟଗଡା,୫/୮,

କାମେଶ୍ୱର କରକରିଆ:-----

 ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଗ (AIARLA) ପକ୍ଷରୁ ବୁଧବାର କୋଲନରା ବ୍ଲକ ଅନ୍ତର୍ଗତ ପଲିଟିଗୁଡ଼ା ହାଟପଦାଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଭୂମିହୀନ ଓ ଆଦିବାସୀ ପରିବାରଙ୍କୁ ଜଙ୍ଗଲ ଜମି ଏବଂ ଘରଡିହ ପଟ୍ଟା ପ୍ରଦାନ, ଶିକ୍ଷା ଓ ସ୍ୱାସ୍ଥ୍ୟ ସୁବିଧା ସୁନିଶ୍ଚିତ କରିବା ସହ ବିଭିନ୍ନ ଜନକଲ୍ୟାଣମୂଳକ ଦାବି ଉପରେ ଆଲୋଚନା କରାଯାଇଥିଲା। ସଂଗଠନ ପକ୍ଷରୁ କୁହାଯାଇଥିଲା ଯେ, ରାୟଗଡ଼ା ଜିଲ୍ଲାର ଅନେକ ଆଦିବାସୀ ପରିବାର ଦୀର୍ଘ ବର୍ଷ ଧରି ଜଙ୍ଗଲ ଜମି ଓ ଘରଡିହ ପଟ୍ଟା ପାଇଁ ଅପେକ୍ଷା କରୁଛନ୍ତି। ସମ୍ପୃକ୍ତ ବିଭାଗ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ସରିଥିଲେ ମଧ୍ୟ ପଟ୍ଟା ବଣ୍ଟନରେ ବିଳମ୍ବ ହେଉଥିବାରୁ ଗରିବ ପରିବାରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୈଠକରେ ଆଦିବାସୀଙ୍କ ନାମରେ ରୁଜୁ ହୋଇଥିବା ମାମଲା ପ୍ରତ୍ୟାହାର, ମନରେଗାରେ ବର୍ଷକୁ ୨୦୦ ଦିନ କାମ, ଦୈନିକ ୬୦୦ ଟଙ୍କା ମଜୁରୀ, ସମାନ କାମକୁ ସମାନ ମଜୁରୀ, ଗରିବଙ୍କ ପାଇଁ କଲୋନୀ କରି ଘର ପ୍ରଦାନ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫ ଲକ୍ଷ ଟଙ୍କା ସହାୟତା, ୩୦୦ ୟୁନିଟ୍ ମାଗଣା ବିଦ୍ୟୁତ, ରେସନ କାର୍ଡଧାରୀଙ୍କୁ ୫୦ କିଲୋଗ୍ରାମ ଚାଉଳ ଏବଂ ବାର୍ଦ୍ଧକ୍ୟ ଭତ୍ତା ମାସିକ ୫,୦୦୦ ଟଙ୍କାକୁ ବୃଦ୍ଧି କରିବା ଭଳି ଦାବି ଉଠାଯାଇଥିଲା। ସଂଗଠନର ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ କହିଥିଲେ ଯେ, ଏହି ଦାବିଗୁଡ଼ିକ ପୂରଣ ଦିଗରେ ସରକାର ପଦକ୍ଷେପ ନ ନେଲେ ଆସନ୍ତା ଅଗଷ୍ଟ ୧୩ ତାରିଖ ଦିନ ୧୨ଟାରୁ ଅଗଷ୍ଟ ୧୪ ତାରିଖ ଦିନ ୧୨ଟା ପର୍ଯ୍ୟନ୍ତ ଦେଶବ୍ୟାପୀ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ ଓ ସତ୍ୟାଗ୍ରହ କରାଯିବ। ସେହିପରି ବିଶ୍ୱ ଆଦିବାସୀ ଦିବସକୁ ଗାଁ ଗାଁରେ ପାଳନ କରିବାକୁ ସେ ଆହ୍ୱାନ ଦେଇଥିଲେ। ବୈଠକରେ ଅଷ୍ଟମ ଉଲକା, କ୍ରିଷ୍ଣା ପାଲକା, ଆଛାନା ମାଣ୍ଡାଙ୍ଗି, ରବିନ୍ଦ୍ର କଣ୍ଡାଗରି, ମେଦିରି ଗର୍ଡିଆ, ସୁଦୁଂରୁମଣି ମିଣିଆକା, ରାଜେନ୍ଦ୍ର ମିଣିଆକା, ମୂର୍ତ୍ତି ମିଣିଆକା, ରବର୍ଟ ଜାନୀ, ନାଗରାଜୁ ଓ ନରସିଂହ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP