Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |

06-Aug-2026

ସ୍କୁଲ କାନ୍ଥ ଭୁଶୁଡି ଦୁଇ ଛାତ୍ର ଆହତ |

ଓଡିଶା ଜନ ମତ ବ୍ୟୁରୋ, 

ଆଜି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ରେ ଘଟି ଯାଇଛି ଏକ ଦୁଖଦଃ ଘଟଣା  |  ତାହା ହେଉଛି କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି।ଆହତ ଛାତ୍ରଙ୍କ ଅବିଭାବକ ନୀଳ ଖିଲ ଓ ପୂର୍ଣ୍ଣ ଖିଲଙ୍କ ସୂଚନା ମୁତାବକ ଦୁଇ ଶିଶୁ ଘରୁ ସ୍କୁଲ ଯାଇଥିଲେ। ସ୍କୁଲ ଫାଟକ ଧରି ଭିତରକୁ ପ୍ରବେଶ ବେଳେ ଦୁର୍ବଳ ସ୍ଥିତିରେ ଥିବା ଲୁହା ଫାଟକ ସମେତ ସିମେଣ୍ଟ ପାଚେରି ଭୁଶୁଡ଼ି ଦୁଇ ଛାତ୍ରଙ୍କ ଉପରେ ପଡ଼ିଥିଲା। ସଙ୍ଗେ ସଙ୍ଗେ ଗ୍ରାମବାସୀ ଓ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଦୁଇ ଜଣଙ୍କ ଚିକିତ୍ସା ପରେ ବର୍ତ୍ତମାନ ସୁସ୍ଥ ଥିବା ସୂଚନା ମିଳିଥିଲା | କିନ୍ତୁ ପୁଣି ହଠାତ  ସ୍ଵାସ୍ତ୍ୟ  ବିଗିଡି ଯିବାରୁ ତାଙ୍କୁ କୋରାପୁଟ ମେଡିକାଲ କୁ ପଠାଯାଇ ଚିକିଛା କରାଯାଉଛି |  ତେବେ ଫାଟକ ଭୁଶୁଡ଼ି ପଡ଼ିବା ନେଇ କର୍ତ୍ତୃପକ୍ଷ ନନ୍ଦପୁର ବ୍ଲକ ଶିକ୍ଷାଧିକାରୀ ଓ ବିଡିଓଙ୍କୁ ଅବଗତ କରିଥିବା ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP