Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |

06-Aug-2026

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

ଓଡିଶା ଜନମତ,ବାଲିଗୁଡା, ତା, ୦୬/୦୮,

(ସଞ୍ଜୟ କୁମାର ପାଣିଗ୍ରାହୀ): ----

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା,ସିପାଞ୍ଜିରୀ, ପାଦେରୀପଡା, ବାଲିସୁଗା, ଓ ପାକୁଲଦା ଗ୍ରାମର ଫୁଟବଲ ଦଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଗୁରୁବାର ର ପ୍ରଥମ ମ୍ୟାଚ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ଏକାଦଶ ବନାମ ବରିପଡା ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ଏକାଦଶ ୩-୧ଗୋଲ ରେ ବିଜୟୀ ହୋଇଥିଲା l ଦ୍ୱିତୀୟ ମ୍ୟାଚ ବାରଖମା ଏକାଦଶ ବନାମ ସିପାଞ୍ଜିରୀ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇ ୧-୦ ଗୋଲ ରେ ସିପାଞ୍ଜିରୀ ଏକାଦଶ ଦଳ ବିଜୟୀ ହୋଇଥିଲା l ଏଥିରେ ରେଫେରୀ ଭାବେ ଶମ୍ଭୁନାଥ ମଲିକ, ତ୍ରିନାଥ ମଲିକ, ଟାର୍ଜନ ଦିଗାଳ, ଓ ସଞ୍ଜୟ ବେହେରା ଉପସ୍ଥିତ ରହି ସୁଚାରୁ ଭାବେ ପରିଚାଳନା କରିଥିଲେ l ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ତରଫରୁ ସୁଶାନ୍ତ କୁମାର ଦାସ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ଇଲିଆସ ଦିଗାଳ, ରଞ୍ଜନ କୁମାର ନାୟକ, ବ୍ରଜ ଶେଖର ନାୟକ, ସୂର୍ଯ୍ୟ ନାରାୟଣ ସୁଆର, ସୌମ୍ୟ ରଞ୍ଜନ ନାୟକ, ନଳିନୀ କାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l

News Comment

You Might Also Like

BACK TO TOP