Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |

06-Aug-2026

ଦେଶୀ ବନ୍ଧୁକ ନିର୍ମାଣ କାରଖାନା ଠାବ, ଦୁଇ ଦେଶୀ ବନ୍ଧୁକ ସମେତ ବନ୍ଧୁକ ନିର୍ମାଣ ସରଞ୍ଜାମ ଜବତ, ଦୁଇ ଗିରଫ। 

 ଓଡିଶା ଜନ ମତ,ବୁଗୁଡ଼ା, ୦୬/୮/୨୬ :

ସନ୍ତୋଷ କୁମାର ପଣ୍ଡା,:-----

ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ବୁଗୁଡ଼ା ପୋଲିସ ଥାନା ଅଧିନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ବଡ଼ ସଫଳତା। ବାଲିପଦର ପୋଲିସ ଦ୍ୱାରା ଗାଙ୍ଗପୁର ଥାନା ଅଞ୍ଚଳରୁ ଏକ ଦେଶୀ ବନ୍ଧୁକ କାରଖାନା ଠାବକରି ବନ୍ଧୁକ ନିର୍ମାଣ ସରଞ୍ଜାମ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି ଦୁଇଟି ଦେଶୀ ବନ୍ଧୁକ ମଧ୍ୟ ଜବତ କରିଛନ୍ତି। ଗତ କାଲି ଅର୍ଥାତ ଅଗଷ୍ଟ ପାଞ୍ଚ ତାରିଖ ରାତ୍ରରେ ବାଲିପଦର ଫାଣ୍ଡି ଓଆଇସି କେ.ନୀଳାଦ୍ରି ରେଡ୍ଡୀ ପୋଲିସ ବାହୀନ ସହ ନାଇଟ ପେଟ୍ରୋଲିଙ୍ଗ କରିବା ସମୟରେ ବାଲିପଦର ଫାଣ୍ଡି ଇଲାକାର ଝୋଲରି ଓ ପାଙ୍ଗିଡି ମଧ୍ୟରେ ଦୁଇ ଜଣଙ୍କୁ ଦେଖିବା ପରେ ସନ୍ଦେହ କରି ପିଛାକରି ସେ ଦୁହିଁଙ୍କ ଠାରୁ ଦୁଇଟି ବନ୍ଧୁକ ଜବତ କରି ଗିରଫ କରିଥିଲେ। ଫାଣ୍ଡିରେ ସେ ଦୁହିଁଙ୍କୁ କେଉଁଠାରୁ ବନ୍ଧୁକ ଆଣିଥିବା ପଚାରିବା ବେଳେ ସେମାନେ ବନ୍ଧୁକ ନିର୍ମାଣ କରୁଥିବା ପ୍ରକାଶ କରିଥିଲେ। ବୁଗୁଡ଼ା ଥାନା ଆଇଆଇସି ଙ୍କ ନିର୍ଦ୍ଦେଶ କ୍ରମେ ବାଲିପଦର ଓଆଇସି ଶ୍ରୀ ରେଡ୍ଡୀ ନିଜ ପୋଲିସ ବାହିନୀ ସହ ଗାଙ୍ଗପୁର ପୋଲିସ ଥାନା ଅଞ୍ଚଳରେ ଦେଶୀ ବନ୍ଧୁକ କାରଖାନା ଠାବ କରି ବନ୍ଧୁକ ନିର୍ମାଣ ପାଇଁ ବ୍ୟବହୃତ ବହୁ ସରଞ୍ଜାମ ଜବତ କରି ଆଣିଥିଲେ। ଏନେଇ ବୁଗୁଡ଼ା ପୋଲିସ ଥାନା କେସ ନମ୍ବର ୩୮୧ /୨୬ ପ୍ରକାରେ ଏକ ମାମଲା ରୁଜୁ ହୋଇ ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ପୋଲିସ ଥାନା ଅନ୍ତର୍ଗତ ଜାଦପଲ୍ଲି ଗ୍ରାମର ସୁବାସ ଗମାଙ୍ଗ(୩୫) ଓ ବିଦୁ ଦଳବେହେରା(୫୦) ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଆଜି ୦୬/୮/୨୬ ତାରିଖ ଦିନ ବୁଗୁଡ଼ା ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା, ବାଲିପଦର ଫାଣ୍ଡି ଓଆଇସି କେ ନୀଳାଦ୍ରି ରେଡ୍ଡୀ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ଭଞ୍ଜନଗର ଏସଡିପିଓ ଡକ୍ଟର ଦୀପକ କୁମାର ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀ କରି ଏହା ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP