Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |

07-Aug-2026

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

ଓଡିଶା ଜନମତ,ବାଲିଗୁଡା, ତା, ୦୭/୦୮,

(ସଞ୍ଜୟ କୁମାର ପାଣିଗ୍ରାହୀ):-----

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା,ସିପାଞ୍ଜିରୀ, ପାଦେରୀପଡା,ବାଲିସୁଗା, ଓ ପାକୁଲଦା ଗ୍ରାମର ଫୁଟବଲ ଦଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଶୁକ୍ରବାର ର ପ୍ରଥମ ମ୍ୟାଚ ପାଦେରୀପଡା ବନାମ ବାଲିସୁଗା ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କେହି କାହାରିକୁ ଗୋଲ ଦେବାରେ ଅସମର୍ଥ ହେବାରୁ ପେନାଲଟିକ ସୁଟ ଜରିଆରେ ୪-୩ ଗୋଲ ରେ ପାଦେରୀପଡା ଦଳ ବିଜୟୀ ହୋଇଥିଲା l ଦ୍ୱିତୀୟ ମ୍ୟାଚ ମଧ୍ୟ ସେହିପରି ପେନାଲଟିକ ସୁଟ ଜରିଆରେ ସୀତାପଡି  ବନାମ ସୁଣ୍ଡରୁମିଲା ମଧ୍ୟରେ ଅନୁଷ୍ଠିତ ହୋଇ ୩-୨ ଗୋଲ ରେ ସୁଣ୍ଡରୁମିଲା ଦଳ ବିଜୟୀ ହୋଇଥିଲା l ଏଥିରେ ରେଫେରୀ ଭାବେ ଶମ୍ଭୁନାଥ ମଲିକ, ତ୍ରିନାଥ ମଲିକ, ଟାର୍ଜନ ଦିଗାଳ, ଓ ସଞ୍ଜୟ ବେହେରା ଉପସ୍ଥିତ ରହି ସୁଚାରୁ ଭାବେ ପରିଚାଳନା କରିଥିଲେ l ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ତରଫରୁ ସୁଶାନ୍ତ କୁମାର ଦାସ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ଇଲିଆସ ଦିଗାଳ, ରଞ୍ଜନ କୁମାର ନାୟକ, ବ୍ରଜ ଶେଖର ନାୟକ, ସୂର୍ଯ୍ୟ ନାରାୟଣ ସୁଆର, ସୌମ୍ୟ ରଞ୍ଜନ ନାୟକ, ନଳିନୀ କାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l ଶନିବାର ର ପ୍ରଥମ ମ୍ୟାଚ ଡୋପାସାହି ସହ ସିନ୍ଦ୍ରିଗାଁ ଏବଂ ଦ୍ୱିତୀୟ ମ୍ୟାଚ ବାଲିସୁଗା ସହ ପାକୁଲଦା ଗ୍ରାମର ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବ l

News Comment

You Might Also Like

BACK TO TOP