Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |

07-Aug-2026

ହାବଳଗଣ୍ଡ ଗାଁ ରେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ  |
ଓଡିଶା ଜନ ମତ ବ୍ୟୁରୋ

ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ଜଣେ ଯୁବକ ଙ୍କୁ କିପରି ଏକ ଭୋଜି ବାହାନା ରେ କିଛି ସାଙ୍ଗ ଡାକି ମରଣା ନ୍ତକ ଆକ୍ରମଣ କରାଯାଇଛି ସେପରି ଏକ ଦୃଶ୍ୟ ଘଟିଛି ରାଜ କନିକା ଥାନା ଅଧୀନରେ | ଭୋଜି କରୁଥିବା ସମୟରେ ପୂର୍ବ ଯୋଜନା ଅନୁସାରେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ  ଆହତ ଙ୍କ ପିତା ଙ୍କ ଥାନାରେ ଅଭିଯୋଗ  | ସୂଚନା ମୁତାବକ ରାଜକନିକା ଥାନା ଅଧୀନ ପାରିନୁଆପଡା ହାବଳଗଣ୍ଡ ପଞ୍ଚାୟତ ଅଧୀନ ହାବଳଗଣ୍ଡ ଗାଁ ରେ ପଦ୍ମଲୋଚନ ବାରିକଙ୍କ ପୁଅ ହିମାଂଶୁ ବାରିକ ଗତ ରାତିରେ କିଛି ସାଙ୍ଗ ମାନଙ୍କ ସହିତ ଭୋଜି କରୁଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସେହି ଗାଁ ର କିଛି ଯୁବକ ତାଙ୍କୁ ଜୀବନରୁ ମାରିଦେବା ପାଇଁ ଯୋଜନା ମୁତାବକ ସାଙ୍ଗରେ ନେଇଥିବା ମରଣାଅସ୍ତ୍ର ସାହାଯ୍ୟ ରେ ଅତର୍କିତ ଆକ୍ରମଣ କରିଥିଲେ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଦୌଡ଼ା ଦୌଡ଼ି ହୋଇ ଯିବା ବେଳକୁ ଦୃବୃତ୍ତ ମାନେ ଘଟଣା ସ୍ଥଳରୁ ଛାଡି ପଲାଇ ଥିଲେ ହିମାଂଶୁ ଘଟଣା ସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ବେଳେ ହିମାଂଶୁଙ୍କୁ ସ୍ଥାନୀୟ ଲୋକେ ପ୍ରଥମେ ରାଜକନିକା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସା କରାଇବା ପରେ ହିମାଂଶୁଙ୍କ ବାପା ପଦ୍ମଲୋଚନ ରାଜକନିକା ଥାନାରେ ଦ୍ୱାରସ୍ତ ହୋଇଲିଖିତ ଅଭିଯୋଗ କରିଥିଲେ  ଏତଲା କୁ ଆଧାର କରି ରାଜକନିକା ଥାନା ଅଧିକାରୀ ସଞ୍ଜୟ କୁମାର ମଲିକ ତଦନ୍ତ କରୁଥିବା ସୂଚନା ଦେଇଛନ୍ତି

News Comment

You Might Also Like

BACK TO TOP