Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |

08-Aug-2026

ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ।

୦୮/୮(ଡ.କୁମୁଦ ଚନ୍ଦ୍ର ବେହେରା):

ପୋଲସରା ଅଞ୍ଚଳର ସର୍ବପ୍ରଥମ ପ୍ରତିଷ୍ଠିତ ଏବଂ ଶିକ୍ଷାକ୍ଷେତ୍ରରେ ନିଜର ଗର୍ବ ଓ ଗୌରବ ବଜାୟ ରଖିଥିବା ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପରିଚାଳନା କମିଟି ଓ ଅଭିଭାବକ ସଭା  ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ କେ. ମମତା କୁମାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ରବିନ୍ଦ୍ର କୁମାର ସାହୁ (ଟିକିନା) ଓ ଉପ ସଭାନେତ୍ରୀ ଖୋଜନୀ ବିଷୋୟୀଙ୍କ ସମେତ ଶତାଧିକ ଅଭିଭାବକମାନେ ଯୋଗଦେଇଥିଲେ। ଏହି ଅବସରରେ  ପ୍ରଧାନ ଶିକ୍ଷୟତ୍ରୀ ଉପସ୍ଥିତ ସମସ୍ତଙ୍କୁ ଅନୁଷ୍ଠାନ ତରଫରୁ ସ୍ୱାଗତ ଏବଂ ଶୁଭେଚ୍ଛା ଜଣାଇଥିଲେ।ପରେ  ଅଭିଭାବକବୃନ୍ଦ ବିଦ୍ୟାଳୟର ଗୁଣାତ୍ମକ ଶିକ୍ଷା ଓ ବିଦ୍ୟାଳୟର ଦୈନନ୍ଦିନ କାର୍ଯ୍ୟ ସୂଚୀ ସମ୍ପର୍କରେ ଅବଗତ ହେବାସହ ନିଜର ମତାମତ ରଖିଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀମାନେ  ନିୟମିତ ବିଦ୍ୟାଳୟକୁ ଆସିବା ଏବଂ ଏଥିପାଇଁ ନିଜର ପିଲାମାନଙ୍କୁ ନିଜର କର୍ତ୍ତବ୍ୟ ପାଳନ କରିବାକୁ ଅଭିଭାବକମାନଙ୍କୁ ଅନୁରୋଧ କରିଥିବା ବେଳେ  ସଭାପତି ସରକାରଙ୍କ ପକ୍ଷରୁ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ଯୋଗାଇ ଦିଆଯାଉଥିବା ସୁବିଧା ସୁଯୋଗକୁ ଉପସ୍ଥାପନ କରିଥିଲେ। ଏଥିସହ  ବିଦ୍ୟାଳୟର ଉତ୍ତମ  ଶୈକ୍ଷିକ ବାତାବରଣ ଏବଂ ପିଲାମାନେ ବିଦ୍ୟାଳୟକୁ ଆସି ଶୃଙ୍ଖଳାତାର ସହିତ କିଭଳି  ଜ୍ଞାନ ଅର୍ଜନ କରିପାରିବେ ସେଥି ଉପରେ ପ୍ରାଞ୍ଜଳଭାବେ ବୁଝାଇଥିଲେ ଏବଂ ନିଜ ନିଜର  ପିଲାମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ଗଠନ ଦିଗରେ  ଆଗେଇଆସି ବିଦ୍ୟାଳୟକୁ ସହଯୋଗ କରିବାକୁ ନିବେଦନ କରିଥିଲେ। ଶେଷରେ ପ୍ରଧାନ ଶିକ୍ଷୟତ୍ରୀ ଉପସ୍ଥିତ ସମସ୍ତଙ୍କୁ ବିଦ୍ୟାଳୟ ତରଫରୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP