Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |

09-Aug-2026

ସୁମଣ୍ଡଳ ଠାରେ ସ୍ବର୍ଗତ ରଞ୍ଜନ କୁମାର ଦଳେଇଙ୍କ ସ୍ମୃତିରେ ରକ୍ତଦାନ ଶିବିର, 30 ୟୁନିଟ ରକ୍ତ ସଂଗୃହିତ l

ଓଡ଼ିଆ ଜନମତ, ବେଗୁନିଆପଡା :09/08/26 :

ଭଞ୍ଜ କିଶୋର ମହାରଣା

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ବର୍ଗତ ରଞ୍ଜନ କୁମାର ଦଳେଇଙ୍କ ସ୍ମୃତିରେ ରବିବାର ଦିନ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିରରୁ ମୋଟ 30 ୟୁନିଟ ରକ୍ତ ସଂଗୃହିତ ହୋଇଛି l  ଏହି ଶିବିରକୁ ରଞ୍ଜନଙ୍କ ବାପା ପ୍ରଫୁଲ ଚନ୍ଦ୍ର ଦଳେଇ ଜଗନ୍ନାଥଙ୍କ ପ୍ରତିମା ନିକଟରେ ଦୀପ ପ୍ରଜ୍ବଳନ କରିବା ନିଜର ପୁଅଙ୍କ ଫୋଟୋ ଚିତ୍ରରେ ପୁଷ୍ପ, ଧୂପ ଦେଇ ଶୁଭାରମ୍ଭ କରିଥିଲେ। ଉକ୍ତ ଶିବିରରେ ସୁମଣ୍ଡଳ ସରପଞ୍ଚ ଶିବ ଶଙ୍କର ବାରିକ, ସାନ ଉସ୍ତାପଡ଼ା ସରପଞ୍ଚ ସନ୍ତୋଷ କୁମାର ସ୍ୱାଇଁ,ମର୍ଦକୋଟ ସରପଞ୍ଚ ସନ୍ତୋଷ କୁମାର ବିଶ୍ୱାଳ,ବ୍ଲକ ଉପାଧ୍ୟକ୍ଷ ସୁଧାକର ପ୍ରଧାନ,ଶରତ ଚନ୍ଦ୍ର ପାଣ୍ଡି, ସୁଶୀଲ କୁମାର ବିଶ୍ୱାଳ, ସୁଶାନ୍ତ କୁମାର ଡାକୁଆ, ରାମଚନ୍ଦ୍ର ବିଶ୍ୱାଳ, ବସନ୍ତ କୁମାର ବାରିକ, ମହେନ୍ଦ୍ର କୁମାର ଗୌଡ଼,ରାକେଶ ସାହୁ, ଆଜିତ ପ୍ରଧାନ, ରଞ୍ଜନ ବିଶ୍ୱାଳ, ମଳୟ ସାହୁ, ଗଙ୍ଗାଧର ପଟ୍ଟନାୟକ, ବାବାନାଥ ମହାନ୍ତି, ରବୀନ୍ଦ୍ର ନାଥ ମହାରଣା, ଶୁଭକାନ୍ତ ଗୌଡ଼, ରବୀନ୍ଦ୍ର କୁମାର ଜେନା, ଧର୍ମାନନ୍ଦ ମହାରଣା, ଦୀପକ କୁମାର ଖଟେଇ, ଶିବ ରାମ ତରେଇ, ଗୌତମ ବିଶ୍ୱାଳ,ଟୁଲୁ ରାଉତ,ବାବୁ ଡାକୁଆ ଗଗନ ସାହୁ ଙ୍କ ସମେତ ସ୍ବର୍ଗତ ରଞ୍ଜନଙ୍କ ସାଙ୍ଗ ଓ ପରିବାର ସଦସ୍ୟ ଉପସ୍ଥିତ ଥିଲେ l ବ୍ରହ୍ମପୁର ଏମ କେ ସି ଜି ରକ୍ତ ଭଣ୍ଡାର ପକ୍ଷରୁ ଡା. ଶ୍ରୀ ନିଧି, କାଳୁ ସେଠୀ, ଦେବରାଜ ଭୋଇ, ଦେବାଶିଷ ପଣ୍ଡା, ରାମହରି ପଣ୍ଡା, ବସନ୍ତ ବେହେରା ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ।

News Comment

You Might Also Like

BACK TO TOP