Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||

09-Aug-2026

ଖଲାଡ଼ି ଠାରେ "ବିଶ୍ୱ ଆଦିବାସୀ ଦିବସ" ପାଳିତ l

ଓଡିଶା ଜନମତ, କୋଦଳା : 09/08/26 :

ନରେନ୍ଦ୍ର ନାଥ ଗୌଡ଼

କୋଦଳା ତହସିଲର କାଳିମେଘି ଗ୍ରାମ ପଂଚାୟତର ଖଲାଡ଼ି ଗ୍ରାମରେ ଓଡିଶା କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ରବିବାର ଦିନ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି l ଓଡିଶା କୃଷକ ସଭା ଗଞ୍ଜାମ ଜିଲ୍ଲା ସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ବିଶ୍ୱ ଏବଂ ବ୍ଲକ ସଭାପତି ମୋଚିଆ ଶବର ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ଆଦିବାସୀ ସଂସ୍କୃତି, ଜମି,ଜଙ୍ଗଲ. ଝରଣା ଅଧିକାରର ସୁରକ୍ଷା,
ଶିଳ୍ପ ନାମରେ ଆଦିବାସୀଙ୍କୁ ବିସ୍ଥାପନ, ଜଙ୍ଗଲ ଅଧିକାର ଆଇନରେ ଆଦିବାସୀଙ୍କ ଜମିର ପଟ୍ଟା ନଦେଇ ଜମିର ଉଛେଦ କରି କମ୍ପାନୀ ମାନଂକୁ ଦେବାରେ ଆଦିବାସୀ ଉପରେ ଦମନ ଉତ୍ପଡିନ ଚାଲିଛି l ଏହା ବିରୁଦ୍ଧରେ ଏକତିତ ହୋଇ ସଂଗ୍ରାମ କରିବାକୁ ଆଲୋଚନା କରି ଥିଲେ l ଏହି ସଭା ରେ ଓଡିଶା କୃଷକସଭା ଜିଲ୍ଲା କମିଟି ସଭ୍ୟ ଅଜୟଗୌଢ଼ ବକ୍ତବ୍ୟ ଦେବା ସଙ୍ଗେ ବ୍ଲକ ସମ୍ପାଦକ ପ୍ରକାଶ ଜାନି,ୱାର୍ଡ ସଭ୍ୟ ନିରାଶ ଜାନି, ରାଜୁ ନାୟକ, ବିଜୟ ନାୟକ,ରବି ନାହାକ,ଉଦୟ ପ୍ରଧାନ ଗାନ୍ତେୟ ଜାନି ପ୍ରମୁଖ ଯୋଗଦାନ କରିଥିଲେ l

​

News Comment

You Might Also Like

BACK TO TOP