Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||

10-Aug-2026

ଯୋଗାଣ ମନ୍ତ୍ରୀ ଙ୍କ ବଡ଼ ଘୋଷଣା ଭାଗଚାଷୀ କରିପାରିବେ ରେଜିଷ୍ଟ୍ରେସନ, ଜମି ମାଲିକ ନଆସିଲେ ବି କିଛି ଅସୁବିଧା ନାହିଁ |(ଆବଶ୍ୟକ ପଡିଲେ ବଢିବ ଅବଧି!
ଓଡିଶା ଜନ ମତ ବ୍ୟୁରୋ | 
ଓଡ଼ିଶାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ଭାଗଚାଷୀଙ୍କ ପାଇଁ ଏକ ଖୁସିର ଖବର ଦେଇଛନ୍ତି || ଜମି ମାଲିକ ନଆସିଲେ ମଧ୍ୟ ଛାଡିଙ୍କ ହୋଇ ପାରିବ  ତେଜିଷ୍ଟ୍ରେସନ | ଧାନ କିଣା ପଞ୍ଜିକରଣକୁ ନେଇ ଚାଷୀ ଓ ଭାଗଚାଷୀଙ୍କ ପାଇଁ ଆସିଛି ବଡ଼ ଖବର। ଭାଗ ଚାଷୀଙ୍କ ଧାନ ବିକ୍ରି ପଞ୍ଜୀକରଣ ପ୍ରକ୍ରିୟାକୁ ଆହୁରି ସହଜ ଓ ସରଳ କରିବା ପାଇଁ ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଆପ୍ ଆସିବ ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଧାନ କିଣା ପଞ୍ଜିକରଣକୁ ନେଇ ଚାଷୀ ଓ ଭାଗଚାଷୀଙ୍କ ପାଇଁ ଆସିଛି ବଡ଼ ଖବର। ଭାଗ ଚାଷୀଙ୍କ ଧାନ ବିକ୍ରି ପଞ୍ଜୀକରଣ ପ୍ରକ୍ରିୟାକୁ ଆହୁରି ସହଜ ଓ ସରଳ କରିବା ପାଇଁ ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଆପ୍ ଆସିବ ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ନୂଆ ଆପ୍ ଜରିଆରେ ଜମି ମାଲିକ ନିଜେ ଉପସ୍ଥିତ ନଥିଲେ ମଧ୍ୟ ଭାଗଚାଷୀଙ୍କୁ ଧାନ ବିକ୍ରି ପଞ୍ଜିକରଣ ପାଇଁ ସମ୍ମତି ଦେଇପାରିବେ। ଫଳରେ ଜମି ମାଲିକଙ୍କ ଅନୁପସ୍ଥିତି ଯୋଗୁଁ ଭଗଚାଷୀଙ୍କ କୌଣସି ଅସୁବିଧା ଯେପରି କିଛି ନହେବ ତାହା ଉପରେ ମନ୍ତ୍ରୀ ସୂଚନା ଦେଇଛନ୍ତି  | 
ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଏପର୍ଯ୍ୟନ୍ତ ୫ ହଜାରରୁ ଅଧିକ ଚାଷୀ ସଫଳତାର ସହ ପଞ୍ଜିକରଣ କରିସାରିଛନ୍ତି। ବର୍ତ୍ତମାନ ପଞ୍ଜିକରଣ ପାଇଁ AgriStack ID ବାଧ୍ୟତାମୂଳକ କରାଯାଇନାହିଁ। ତେଣୁ ଏହି ID ନଥିଲେ ମଧ୍ୟ ଚାଷୀମାନେ ପଞ୍ଜିକରଣ କରିପାରିବେ। ତେବେ ଟୋକନ୍ ମିଳିବା ପୂର୍ବରୁ, ଅର୍ଥାତ୍ ନଭେମ୍ବର ମାସ ସୁଦ୍ଧା AgriStack ID ପ୍ରଦାନ କରିବାକୁ ପଡ଼ିବ।
ଚଳିତ ପଞ୍ଜିକରଣର ଶେଷ ତାରିଖ ଅଗଷ୍ଟ ୩୧ ରଖାଯାଇଛି। ଆବଶ୍ୟକତା ଅନୁଯାୟୀ ଏହି ସମୟସୀମା ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଏହାସହ ପୂର୍ବଭଳି ଭାଗଚାଷୀମାନେ ଆରଆଇଙ୍କଠାରୁ ପ୍ରମାଣପତ୍ର ଆଣି ମଧ୍ୟ ପଞ୍ଜିକରଣ କରିପାରିବେ।

ରାଜ୍ୟର ସମସ୍ତ ଚାଷୀଙ୍କୁ ଧାନ କିଣା ପ୍ରକ୍ରିୟାରେ ସାମିଲ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି। ଗତ ଖରିଫ ଋତୁରେ ୭୮ ଲକ୍ଷ ମେଟ୍ରିକ ଟନ୍ ଏବଂ ରବି ଋତୁରେ ୨୦ ଲକ୍ଷ ମେଟ୍ରିକ ଟନ୍ ଧାନ କିଣାଯାଇଥିବା ମଧ୍ୟ ସେ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP