Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||

10-Aug-2026

ଶ୍ରୀକ୍ଷେତ୍ର ପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ।
ଓଡ଼ିଶାର ଜନମତ, ଜଗତସିଂହପୁର,
ଜ୍ୟୋତି ରଞ୍ଜନ ପଟ୍ଟନାୟକ.... 

ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହିତ ଏକ ଅଭିନବ ଧାର୍ମିକ ପରମ୍ପରାକୁ ଲୋକାଭିମୁଖୀ କରିବାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ସାମ୍ବାଦିକ ସରୋଜ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।
ଶାସନପଦାସ୍ଥିତ ତାଙ୍କ ବାସଭବନରେ ଆୟୋଜିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନ୍ୟୁଜ୍ ସେଭେନ୍‌ର ବରିଷ୍ଠ ସାମ୍ବାଦିକ ବିଜୟ କୁମାର ମହାନ୍ତି, ତ୍ରିଲୋଚନ ପୁଷ୍ପାଳକ, ପିତାମ୍ବର ରାଉତ ଓ ବିଶିଷ୍ଟ କବି ଅମିୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ନାୟକଙ୍କୁ ପୁଷ୍ପଗୁଚ୍ଛ ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ନିଆଳି ମାଧବଙ୍କଠାରୁ ଶ୍ରୀକ୍ଷେତ୍ରକୁ ପୋଢୁଆଁ ଭାର ନେଇଯିବାର ଏହି ଅନନ୍ୟ ପରମ୍ପରାର ଚିନ୍ତାଧାରା ପ୍ରଥମେ ସରୋଜ ନାୟକଙ୍କ ମନରେ ଉଦ୍ଭବ ହୋଇଥିଲା। ତାଙ୍କ ନିରନ୍ତର ଉଦ୍ୟମ ଓ ଆହ୍ୱାନରେ ବିଭିନ୍ନ ଅଞ୍ଚଳର ଶ୍ରୀଜଗନ୍ନାଥପ୍ରେମୀ ଏକତ୍ରିତ ହୋଇ ଏହି ପବିତ୍ର ପରମ୍ପରାକୁ ଆଗକୁ ବଢ଼ାଇଥିଲେ।
ଏହା କେବଳ ଏକ ଧାର୍ମିକ ଯାତ୍ରା ନୁହେଁ, ବରଂ ନିଆଳି ମାଧବ ଓ ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମ୍ପର୍କର ଏକ ଅନନ୍ୟ ପ୍ରତୀକ ବୋଲି ମତ ପ୍ରକାଶ ପାଇଛି।
ଶ୍ରୀଜଗନ୍ନାଥ ସଂସ୍କୃତିର ଏହି ଅଭିନବ ପରମ୍ପରାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଓ ଏହାକୁ ଆଗାମୀ ପିଢ଼ି ପର୍ଯ୍ୟନ୍ତ ଜୀବନ୍ତ ରଖିବାରେ ସରୋଜ ନାୟକଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ସମ୍ବର୍ଦ୍ଧନା ସଭାରେ ମତ ପ୍ରକାଶ ପାଇଥିଲା। ଏହି ଐତିହ୍ୟ ଓ ପରମ୍ପରା ପ୍ରତି ତାଙ୍କର ଅବଦାନକୁ ସରକାରୀ ସ୍ତରରେ ମଧ୍ୟ ସ୍ୱୀକୃତି ମିଳିବା ଆବଶ୍ୟକ ବୋଲି ଦାବି ଉଠିଛି। ସମାଜ ସୁଧାରକ ଡ଼. ଅରୁଣ କୁମାର ପାଣି, ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଡ଼. ଧୃତିଧର ଦାସ, ସାମ୍ବାଦିକ ନୃସିଂହ ବାରିକ, ଗୌରାଙ୍ଗ ସ୍ୱାଇଁ, ଶ୍ରଦ୍ଧାଞ୍ଜଳି ମହାପାତ୍ର ପ୍ରମୁଖ ସରକାରଙ୍କ ନିକଟରେ ଶ୍ରୀ ନାୟକଙ୍କୁ ଉପଯୁକ୍ତ ସମ୍ମାନ ଓ ସ୍ୱୀକୃତି ପ୍ରଦାନ ପାଇଁ ଦାବି କରିଛନ୍ତି।
ଶ୍ରୀଜଗନ୍ନାଥ ସଂସ୍କୃତିର ଏହି ଅନନ୍ୟ ପରମ୍ପରାକୁ ଆଗେଇ ନେବାରେ ସରୋଜ ନାୟକଙ୍କ ପ୍ରୟାସ ଆଗାମୀ ଦିନରେ ଏକ ସ୍ମରଣୀୟ ଅଧ୍ୟାୟ ହୋଇ ରହିବ ବୋଲି ମତ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP