Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |

10-Aug-2026

ସାପ କାମୁଡ଼ାରେ  ବାପା ଗୁରୁତର ସହ ଚାଲିଗଲା ୨ ମାସ ଶିଶୁର ଜୀବନ।

ଓଡିଶା ଜନ ମତ ବ୍ୟୁରୋ,

ସାପ କାମୁଡ଼ାରେ ଚାଲିଗଲା ଦୁଇ ମାସ ଶିଶୁର ଜୀବନ |ଏହାସହ ବାପା ମଧ୍ୟ ଗୁରୁତର ହୋଇ ଥିବା ଏକ ହୃଦୟ ବିଦାରକ  ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକର ତିଲେଇମାଳ ଗ୍ରାମରେ।
Pମୃତ ଶିଶୁ ହେଲେ ସେହି ଗ୍ରାମର ରାମଚନ୍ଦ୍ର କିଷାନଙ୍କ ପୁଅ ନିତେଶ( ୨ ମାସ)। ରାମଚନ୍ଦ୍ର ଗୁରୁତର ଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ପ୍ରଥମେ ତାଙ୍କୁ ମେଡିକାଲରେ ଭର୍ତ୍ତି ନ କରି ଝଡ଼ାଫୁଙ୍କା କରିଥଲେ
ସୂଚନା ଅନୁଯାୟୀ, ଆଜି ସକାଳେ ରାମଚନ୍ଦ୍ର ଓ ତାଙ୍କ ପୁଅ ନିତେଶ ଘରର ବାରଣ୍ଡାରେ ଶୋଇଥିବା ବେଳେ  ଉଭୟଙ୍କୁ ସାପ କାମୁଡ଼ି ଥିଲା। ତେବେ ନିତେଶର ମୃତ୍ୟୁ ଘଟିଥିଲା। ରାମଚନ୍ଦ୍ର ଗୁରୁତର ହୋଇଥିବା ବେଳେ ପରିବାର ଲୋକ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି ନ କରି ଝଡ଼ାଫୁଙ୍କା କରିଥଲେ। ପରେ ଅବସ୍ଥା ଗୁରୁତର ହେବାରୁ ମେଡିକାଲରେ ଭର୍ତ୍ତି କରିଥଲେ |ଏହି ଘଟଣାରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି  ||

News Comment

You Might Also Like

BACK TO TOP