Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|

10-Aug-2026

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଓଡିଶା ଜନମତ,ବାଲିଗୁଡା, ତା, ୧୦/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ ନିକଟସ୍ଥ ଖଡ଼ଗ ନଦୀ ବାଲିରେ ଶିବଲିଙ୍ଗ ସ୍ଥାପନ କରି ପରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରି କଳସରେ ନଦୀଜଳକୁ ଶ୍ରାବାଣୀ ଭାର କାନ୍ଧରେ ଧାରଣ କରି ଶହ ଶହ ସଂଖ୍ୟାରେ ଲମ୍ବା ଧାଡ଼ିରେ ବିଭିନ୍ନ ଶୈବପୀଠ ଅଭିମୁଖେ ବୋଲବମ ହର ହର ବମ ନାରା ଦେଇ ଯାଉଥିବା ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳର ବିରୁପାକ୍ଷ ମନ୍ଦିର, ରାମେଶ୍ୱର ମନ୍ଦିର, ଧବଳେଶ୍ୱର ମନ୍ଦିର, ଜାଲେଶପଟ୍ଟାର ଜଳେଶ୍ୱର ମନ୍ଦିର, ଚକାପାଦ ର ବିରୁପାକ୍ଷ ମନ୍ଦିର, ଟିକାବାଲି ନିକଟସ୍ଥ ଡୁଙ୍ଗୀ ର ପଞ୍ଚେ ଲିଙ୍ଗେଶ୍ୱର ମନ୍ଦିର ଭଳି ବିଭିନ୍ନ ଶୈବ ପୀଠ କୁ ଜିଲ୍ଲା ତଥା ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ଜଳାଭିଷେକ କରିଥିଲେ। ନଦୀ ଘାଟ ଠାରୁ ପ୍ରତ୍ୟେକ ମନ୍ଦିର ପର୍ଯ୍ୟନ୍ତ ବିଭିନ୍ନ ସଂଗଠନ ପକ୍ଷରୁ କାଉଡ଼ିଆ ମାନଙ୍କ ଖାଇବା ପାଇଁ ପ୍ରସାଦ ବ୍ୟବସ୍ଥା କରାଯାଇଥିଲା ।

News Comment

You Might Also Like

BACK TO TOP