Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||

10-Aug-2026

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ

ଓଡିଶା ଜନମତ,ବାଲିଗୁଡା, ତା, ୧୦/୦୮,

ସଞ୍ଜୟ କୁମାର  ପାଣିଗ୍ରାହୀ |  

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ର ଦ୍ୱିତୀୟ ସେମି ଫାଇନାଲ ଖେଳ ସୋମବାର ଦିନ ଆଦିବାସୀ ମହାବିଦ୍ୟାଳୟ ବନାମ ପାକୁଲଦା ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଅତିଥି ଭାବେ ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ର ଉପ ସଭାପତି ସତ୍ୟ ନାରାୟଣ ପାଢ଼ୀ, ଉପଦେଷ୍ଟା ଦେବବ୍ରତ ସିଂ ଦେଓ ଯୋଗ ଦେଇ ପ୍ରଥମ ସଟ ମାରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଖେଳାଳୀ ମାନଙ୍କ ସହ ପରିଚିତ ହୋଇଥିଲେ l ଏହି ମ୍ୟାଚ  ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କେହି କାହାରିକୁ ଗୋଲ ଦେବାରେ ଅସମର୍ଥ ହେବାରୁ ପେନାଲଟିକ ସୁଟ ଜରିଆରେ ୪-୩ ଗୋଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ହୋଇଥିଲା l ଏଥିରେ ରେଫେରୀ ଭାବେ ସଞ୍ଜୟ ବେହେରା, ଇଲିଆସ ଦିଗାଳ, ମିଥୁନ ନାୟକ, ଦେବେନ୍ଦ୍ର ଦଣ୍ଡିଆ ପ୍ରମୁଖ ଉପସ୍ଥିତ ରହି ମ୍ୟାଚକୁ ସୁଚାରୁ ଭାବେ ପରିଚାଳନା କରିଥିଲେ l ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ତରଫରୁ ସେକ ସାଦିକ, ସୁଶାନ୍ତ କୁମାର ଦାସ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ରଞ୍ଜନ କୁମାର ନାୟକ, ବ୍ରଜ ଶେଖର ନାୟକ, ନଳିନୀ କାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l ଫାଇନାଲ ମ୍ୟାଚ ଆଦିବାସୀ ମହାବିଦ୍ୟାଳୟ ବନାମ ସିନ୍ଦ୍ରିଗାଁ ମଧ୍ୟରେ ଏକ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡିଛି l

News Comment

You Might Also Like

BACK TO TOP