Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |

10-Aug-2026

ଗିନିଜ୍‌ ଓ୍ବାଲର୍‌ଡ ଅଫ ରେକର୍ଡକଲେ ଜଣେ ମହିଳା , ତାଙ୍କରି ଲମ୍ବା କେଶ ପାଇଁ |

ଦେଶ ବିଦେଶ ରେ ଏପରି କିଛି ପୁରୁଷ, ମହିଳା, ଓ ଶିଶୁ ଜନ୍ମ ନେଇ ତାଙ୍କର କିଛି ବ୍ୟକ୍ତିତ୍ୱ ପାଇଁ ସେମାନେ  ୱାଲଡ଼ ଅଫ ରେକଡ଼ କିମ୍ବା ଗିନିଜ ବୁକ ଅଫ ରେକର୍ଡ କରି ଥାନ୍ତି  | ସେପରି ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ ବିଶ୍ୱରେ ସବୁଠାରୁ ଲମ୍ବା କେଶ ରହିବାର ରେକର୍ଡ ହାସଲ କରିଛନ୍ତି, ଯାହାର ଲମ୍ବ ପ୍ରାୟ ୮ ଫୁଟରୁ ଅଧିକ। ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ଦ୍ୱାରା ଔପଚାରିକ ଭାବେ ଯାଞ୍ଚ କରାଯିବା ପରେ ରେଣୁଙ୍କ କେଶର ଲମ୍ବ ୨୭୧.୫୦ ସେମି (୮ଫୁଟ ୧୦ ଇଞ୍ଚ)ବୋଲି ଜଣାପଡ଼ିଛି। ଏହା ସବୁଠାରୁ
ଲମ୍ବା ବ୍ୟକ୍ତି ରବର୍ଟ ଓ୍ବାଡ୍‌ଲୋ(୨୭୨ସେମି)ଙ୍କ ଉଚ୍ଚତାଠାରୁ ମାତ୍ର କିଛି କମ୍‌ ଅଟେ। ଗତ ଏପ୍ରିଲରେ ୟୁକ୍ରେନର ଆଲିଆ ନାସିରୋଭା (୨୫୭.୩୩ସେମି)ଙ୍କ ରେକର୍ଡକୁ ଭାଙ୍ଗି ରେଣୁ ଏହି ଗୌରବ ଅର୍ଜନ କରିଛନ୍ତି।
ରେଣୁ ଜଣେ କଣ୍ଟେଣ୍ଟ କ୍ରିଏଟର ଏବଂ ୟୁଟ୍ୟବର ଅଟନ୍ତି, ଯିଏ ଅନ୍ୟ ମହିଳାଙ୍କ ସହିତ ସୌନ୍ଦର୍ଯ୍ୟ ଟିପ୍ସ ସେୟାର କରନ୍ତି। ୨୦୧୫ରୁ ସେ କେବେବି ନିଜ କେଶ କାଟି ନାହାନ୍ତି ଏବଂ କ୍ରମାଗତ ଭାବରେ ଏହାକୁ ବଢ଼ାଇ ଆସୁଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ରେଣୁଙ୍କ କେଶ ଘନ ଓ ଚମକଦାର ଅଟେ, ଯାହାକୁ ସେ ବହୁତ ଯତ୍ନ କରନ୍ତି ବୋଲି କହିଛନ୍ତି।

News Comment

You Might Also Like

BACK TO TOP