Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||

10-Aug-2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି , 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :---

ଗଜପତି ଜିଲ୍ଲା ନୂଆଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। 
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏବଂ ଉପଜିଲ୍ଲାପାଳ  ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଉକ୍ତ ଶିବିରରେ ମୋଟ ୩୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୦ଟି ବ୍ୟକ୍ତିଗତ ଏବଂ ୨୦ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଏଥିରୁ ୨ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହାସହ ଦୁଇଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଅନ୍ୟ ଜଣେ ଆବେଦନକାରୀଙ୍କୁ ଆବଶ୍ୟକ ତଦନ୍ତ ପରେ ଆର୍ଥିକ ସହାୟତା ରାଶି ଯୋଗାଇ ଦିଆଯିବ। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। 
ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୭ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଥିଲା। ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ କାର୍ଡ , ଶିକ୍ଷା , ଜଳସେଚନ , ରାସ୍ତା , ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ନୂଆଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର  ମୋନାଲିସା ଆଚା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP