Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||

11-Aug-2026

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ର ମାସିକ ବୈଠକ ।

 ଓଡିଶା ଜନ ମତ,ଛତ୍ରପୁର, ତା.୧୧ / ୮,

(କେ.ସତ୍ୟନାରାୟଣ ରେଡ୍ଡୀ )
ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ ସନ୍ତୋଷ କୁମାର ବଡ଼ତ୍ୟା, କାର୍ଯ୍ୟକାରୀ ସଭାପତି କିଶୋର ଚନ୍ଦ୍ର ପାଢ଼ୀ ଓ କୋଷାଧ୍ୟକ୍ଷ ଜି. ପାପାରାଓ ମଞ୍ଚାସୀନ ରହି ସମାଜ ଗଠନରେ ଅବସରପ୍ରାପ୍ତ କର୍ମଚାରୀଙ୍କ ଅଭିଜ୍ଞତାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ବୈଠକରେ ଆସନ୍ତା ୩୦ ତାରିଖ (ମାସର ଶେଷ ରବିବାର) ଦିନ ସଂଘର ବାର୍ଷିକ ଉତ୍ସବ ପାଳନ କରିବା ସହ ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ଲକର ଅବସରପ୍ରାପ୍ତ କର୍ମଚାରୀ ସଂଘର କର୍ମକର୍ତ୍ତାଙ୍କୁ ନିମନ୍ତ୍ରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିସହିତ ପେନସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବାକୁ ସ୍ଥିର କରାଗଲା । ଏହି କାର୍ଯ୍ୟକ୍ରମରେ ସର୍ବଶ୍ରୀ ବିଶ୍ୱମ୍ବର ରଥ, ଅଶ୍ୱିନୀ କୁମାର ଚୌଧୁରୀ, କାଶୀନାଥ ସାହୁ, ଏନ୍. ରାମରାଓ, ରଘୁନାଥ ସାହୁ, ବିଜୟ କୁମାର ନନ୍ଦ, ସୁକାନ୍ତ କୁମାର ଜେନା, ପ୍ରମୋଦ କୁମାର ପଟ୍ଟନାୟକ, ସୀମାଦ୍ରୀ ଚୌଧୁରୀ, ବିଜୟ କୁମାର ବେହେରା, କେ. କ୍ରିଷ୍ଣା ରାଓ, ଲକ୍ଷ୍ମୀନାରାୟଣ ପାତ୍ର, ରବୀନ୍ଦ୍ର କୁମାର ଦାଶ, ପୀତବାସ ପାଣିଗ୍ରାହୀ, ଅସିତ କୁମାର ପଟ୍ଟନାୟକ, ମଙ୍ଗଳା ଚାରଣ ପଣ୍ଡା, ଦଣ୍ଡପାଣି ରାଉଳ, ଭାସ୍କର ବେହେରା, ରମାକାନ୍ତ ପଣ୍ଡା, ପି. ଆଦେୟା, ନୃସିଂହ ପ୍ରସାଦ ପଶୁପାଳକ ଓ ହରିକୃଷ୍ଣ ସାହୁଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ସଦସ୍ୟ ଉପସ୍ଥିତ ଥିଲେ  ।।

News Comment

You Might Also Like

BACK TO TOP