Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |

11-Aug-2026

ବସ୍ ଦୁର୍ଘଟଣାରେ ଅଟୋ ଚାଳକ ମୃତ,  ଜଣେ ଗୁରୁତର।
ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ.....
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ତାରପୁର ଗ୍ରାମର ଅଭୟ ରାଉତ ଙ୍କ ପୁଅ  ତନ୍ମୟ କୁମାର ରାଉତ(୨୪) ଏକ ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବେଳେ ଅଟୋ ରେ ବସିଥିବା ଏହି ପଞ୍ଚାୟତ ଅନ୍ତର୍ଗତ  ଖଣ୍ଡତରି ଗ୍ରାମର ସୌଭାଗ୍ୟ ରଞ୍ଜନ ବିଶ୍ଵାଳ ଗୁରୁତର ଅବସ୍ଥାରେ ଏସ୍ ସି ବି ମେଡିକାଲ କଲେଜରେ ଚିକିତ୍ସାଧିନ ଅଛନ୍ତି। ଏହି ଅଟୋଟି କଟକରୁ ଘରକୁ ଫେରୁଥିବା ବେଳେ କଟକ ସ୍ଥିତ ବିଦ୍ୟାଧରପୁର ସି ଆର ଆର ଆଇ ଫାର୍ମ ନିକଟରେ ଏକ ଷଣ୍ଡ ଅଟୋ ଆଗକୁ ପଶି ଆସିବାରୁ ତାକୁ ବଞ୍ଚାଇବାକୁ ଯାଇ ବସ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ଓ ସେଥିରେ ତନ୍ମୟ ଗୁରୁତର ଅବସ୍ଥାରେ ଥିଲେ। ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ଓ ସି ଆର ଆର ଆଇ ଥାନା କର୍ତ୍ତୁପକ୍ଷ ପହଂଚି ରକ୍ତାକ୍ତ ଦୁଇ ବ୍ୟକ୍ତିଙ୍କୁ ଡାକ୍ତରଖାନା ପଠାଇବା ସହ ଦୁଇ ବସ୍ ଓ ଅଟୋ କୁ ଜବତ କରିଥିଲେ। ଡାକ୍ତରଖାନା ରେ ତନ୍ମୟକୁ ଡାକ୍ତର ମୃତ ଘୋଷଣା କରିଥିଲେ ଓ ଶବ ବ୍ୟବଚ୍ଛେଦ କରି ଘରକୁ ରାତିରେ ଆଣିବା ପରେ ଶହଶହ ସାଙ୍ଗସାଥି,  ଦୋକାନୀ ଓ ବନ୍ଧୁ ବାନ୍ଧବ ଙ୍କ ଭିଡ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।  ତନ୍ମୟର ମୃତ୍ୟୁ ଖବର ପାଇ ତାରପୁର ସରପଞ୍ଚ ସୁସମା ମଲ୍ଲିକ,  ସମିତି ସଭ୍ୟ ପୂଜାଲତା ଦାସ,  ପୂର୍ବତନ ସରପଞ୍ଚ ପ୍ରତାପ ଚନ୍ଦ୍ର ରାଉତ, ସରୋଜ କୁମାର ଦାସ,  ପ୍ରଭାକର ମଲ୍ଲିକ,   ପୂର୍ବତନ ସମିତି ସଭ୍ୟ ଅନ୍ତର୍ଯ୍ୟାମୀ ରାଉତ, ସରୋଜ କୁମାର ଦାସ ( ଶଙ୍କରା ନନା ),  ଚନ୍ଦ୍ର ଶେଖର ସିଂହ, ଜ୍ଞାନରଞ୍ଜନ ଦାସ ଓ ଆଲୋକ ଜ୍ୟୋତି ନନ୍ଦ ଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତନ୍ମୟ ଙ୍କ ମୃତ୍ୟୁ ଘଟଣା କୁ  ନେଇ ତାରପୁର ବଜାର କମିଟି ପକ୍ଷରୁ ସୋମବାର ଦିନ ସମସ୍ତ ଦୋକାନ ବଜାର ଗୋଟିଏ ଦିନ ପାଇଁ ବନ୍ଦ ହୋଇଥିଲା।

News Comment

You Might Also Like

BACK TO TOP