Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |

11-Aug-2026

80 ତମ ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ,  ନିର୍ମଳଝରରୁ ବାହାରି ଗୋପକୁଦାରେ ପହଞ୍ଚିଲା ବିଶାଳ ବାଇକ ଶୋଭାଯାତ୍ରା।

ଓଡିଶା ଜନ ମତ, bଖଲ୍ଲିକୋଟ :  11/8, ମାଧବ ବେହେରା :---

80 ତମ ସ୍ୱାଧୀନତା ଦିବସ ଆଉ ମାତ୍ର ତିନି ଦିନ ଥିବା ବେଳେ ଖଲ୍ଲିକୋଟ ବିଜେପି ତରଫରୁ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ମହା ସମାରୋହରେ ପାଳିତ ହୋଇଯାଇଛି। ମଙ୍ଗଳବାର ଦିନ ଖଲ୍ଲିକୋଟ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ପୁର୍ଣ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ଯୁବକ ମାନଙ୍କ ବିଶାଳ ବାଇକ ରାଲି ଖଲ୍ଲିକୋଟ ସ୍ଥିତ ନିର୍ମଳଝର ଠାରୁ ହାତରେ ଜାତୀୟ ପତାକା ଧରି ଖଲ୍ଲିକୋଟ ସହର ପରିକ୍ରମା କରି ବିଭିନ୍ନ ଦେଶାତ୍ମବୋଧକ ସଂଗୀତର ତାଳେ ତାଳେ  କେଶପୁର ସ୍ଥିତ ଚିଲିକାର ଆଭ୍ୟନ୍ତରରେ ଥିବା ଶୈବପୀଠ ଗୋପାକୁଦା ଠାରେ ପହଂଚିଥିବା ଦେଖିବାକୁ ମିଳିଛି।ଉକ୍ତ ବାଇକ ରାଲିରେ ଶତାଧିକ ଯୁବକ ସମେତ ଅଟଳ ଯୁବ ବାହିନୀର ସଭାପତି ଶୁଭଜିତ କୁମାର, ଖଲ୍ଲିକୋଟ ବ୍ଲକ ବିଧାୟକ ପ୍ରତିନିଧି ମନୋଜ କୁମାର ପ୍ରଧାନ, ରାଜ୍ୟ ବିଜେପି ଓ ବି ସି ମୋର୍ଚ୍ଚା ଉପସଭାପତି କାଳୁରାମ ମହାରଣା, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପଦ୍ମ ଚରଣ ସୁବୁଦ୍ଧି, ତୁଳସୀପୁର ସରପଞ୍ଚ ସିକ ପାଣ୍ଡୀ,ମଣ୍ଡଳ ସଭାପତି ମିଟୁ ସ୍ୱାଇଁ, ପଙ୍କଜ ମାଝୀ ସମେତ ବହୁ ସରପଞ୍ଚ ସମିତି ସଭ୍ୟ ଓ ବିଜେପିର ସବୁ ପଂଚାୟତର ଛାମୁଆ କର୍ମୀ ମାନେ ବାଇକ ରାଲିରେ ଅଂଶ ଗ୍ରହଣ କରିଥିଲେ

News Comment

You Might Also Like

BACK TO TOP