Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||

11-Aug-2026

ମନରେଗା କାମରେ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ l 
ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ  ପଞ୍ଚାୟ ଗ୍ରାମ୍ ସଭାପତ |   

ଓଡିଶା ଜନମତ, ବେଗୁନିଆପଡା :11/08/26 :

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ତିରିଡା ଠାରେ ଚାଲିଥିବା ମନରେଗା ରାସ୍ତା କାମରେ ଦୁର୍ନୀତି ଅଭିଯୋଗ। ଗ୍ରାମର ନୂଆଁ ସାହି ଠାରୁ ବସନ୍ତ ବଣ ପର୍ଯ୍ୟନ୍ତ ମନରେଗା ରାସ୍ତା ତିଆରି ଚାଲିଥିବା ବେଳେ ଏଥିରେ ବ୍ଯାପକ ଅନିୟମିତତା ଅଭିଯୋଗ ହୋଇଛି। କାର୍ଯ୍ୟକୁ ଗାଁର କିଛି ଠିକାଦାର ପରିଚାଳନା କରୁଛନ୍ତି ଏବଂ କିଛି ଶ୍ରମିକଙ୍କ କେବଳ ଫଟୋ ଉଠାଇ ସେମାନଙ୍କୁ 100 ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରାଯାଉଥିବା ଅଭିଯୋଗ ହୋଇଛି। ମାତ୍ର 5 ଜଣ ଶ୍ରମିକ କାମ କରି 30 ରୁ ଉର୍ଦ୍ଧ୍ବ ଶ୍ରମିକଙ୍କ ନାମରେ ଫଟୋ ଓ ଉପସ୍ଥାନ ଦର୍ଶାଇ ସରକାରୀ ଅର୍ଥ ଲୁଟ୍ କରାଯାଉଥିବା ନେଇ ଗ୍ରାମର ପୂର୍ବତନ ସଭାପତି ବିଜୟ ବେହେରା ଅଭିଯୋଗ କରି ବେଗୁନିଆପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ବାରସ୍ଥ ହୋଇଛନ୍ତି। ବିଡ଼ିଓଙ୍କୁ ଏନେଇ ଏକ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ସେପଟେ ବିଡ଼ିଓ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସୂଚନା ଅନୁଯାୟୀ ମନରେଗା ଯୋଜନାରେ ଏବେ ବିଭିନ୍ନ ସ୍ଥାନରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଛି। ଶ୍ରମିକଙ୍କ ଫଟୋ ଉଠାଇ ବିଲ୍ କରାଯାଉଥିବା ବେଳେ ମନରେଗା କାର୍ଯ୍ଯ ଗ୍ରାମାଞ୍ଚଳରେ ଠିକାଦାରୀ ପ୍ରଥା ସୃଷ୍ଟି କରି ଲୋକଙ୍କୁ ରୋଜଗାର ଦେବା ପରିବର୍ତ୍ତେ କାମ ନହୋଇ ମିଥ୍ଯା ବିଲ୍ ହେଉଥବା ଅଭିଯୋଗ ଆସୁଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଭିନ୍ନ ସମୟରେ କାର୍ଯ୍ଯ ହେଉଥିବା ସ୍ଥାନକୁ ଯାଇ ତଦନ୍ତ କରିବା ଆବଶ୍ୟକ ହୋଇ ପଡିଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି l

News Comment

You Might Also Like

BACK TO TOP