Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |

11-Aug-2026

ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରମୁଖ କାର୍ଯ୍ୟଶାଳା ଓ ବିଦ୍ୱତ୍ ପରିଷଦ ଆଲୋଚନା ଚକ୍ର ସମାହିତ !

ଓଡିଶା ଜନ ମତ,, ଛତ୍ରପୁର, ତା.୧୧ / ୮ 

କେ.ସତ୍ୟନାରାୟଣ ରେଡ୍ଡୀ:----
ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସମ୍ଭାଗ ସ୍ତରୀୟ ଆଧାରସ୍ତର ପ୍ରମୁଖ କାର୍ଯ୍ୟଶାଳା ଓ ବିଦ୍ୱତ୍ ପରିଷଦ ଆଲୋଚନା ଚକ୍ର ରବିବାର ସମାହିତ ହୋଇଯାଇଛି ।
  ବିଦ୍ୟାଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ
ଗତ ୭, ୮ ଓ ୯ ତାରିଖ ତିନି ଦିନ ଧରି ସମାହିତ ହୋଇ ଆସିଥିବା ଦକ୍ଷିଣ ପୂର୍ବ ସମ୍ଭାଗ ସଭାପତି ଦୀପକ ମହାରଣା ଏହାକୁ  ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଵିଶିଷ୍ଟ ଶିକ୍ଷାବିତ ଅବସରପ୍ରାପ୍ତ କଲେଜ୍ ଅଧ୍ୟକ୍ଷ ତଥା ଦକ୍ଷିଣ-ପୂର୍ବ ସମ୍ଭାଗ ସଭାପତି ଡ଼ଃ. ତାରା ପ୍ରସାଦ ଦାଶ ଯୋଗଦେଇ ଏହି କାର୍ଯ୍ୟକ୍ରମର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ।
ବିଦ୍ୟାମନ୍ଦିର ର ସଭାପତି ପଦ୍ମ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଧାନାଚାର୍ଯ୍ୟ ଟି. ସୁରେଶ କୁମାର ଆଚାରୀ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ସାଂଗକୁ ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ ।
ଗତ ୮ ତାରିଖ ସନ୍ଧ୍ୟାରେ ବିଦ୍ୟାଳୟରେ ବିଦ୍ଵତ୍ ପରିଷଦ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସନ୍ଧ୍ୟାରେ ଆଞ୍ଚଳିକସ୍ତରରେ ଏକ ବୁଦ୍ଧିଜୀବୀମାନଙ୍କୁ ନେଇ ହିନ୍ଦୁ ଜୀବନ ଶୈଳୀ ଓ ପାଶ୍ଚାତ୍ୟ ଦେଶର ପ୍ରଭାବ ବିଷୟ ଉପରେ ଆଲୋଚନା କରାଯାଇଥିଲା । 
 ଉକ୍ତ କାର୍ଯ୍ୟକ୍ରମରେ ସରକାରୀ ବିଜ୍ଞାନ ମହାଵିଦ୍ୟାଳୟ, ଛତ୍ରପୁର ର ଅଧ୍ୟକ୍ଷ ତଥା ଆମ ବିଦ୍ୟାଳୟ ବିଦ୍ବତ୍ ପରିଷଦର ସଭାପତି ଡ଼ଃ. ଅଜୟ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । 
କମ୍ପ୍ୟୁଟର  ଆଚାର୍ଯ୍ୟ ଦୀପକ କୁମାର ଦାଶ ଅତିଥି ପରିଚୟ କରିଥିବା ବେଳେ ପ୍ରଧାନାଚାର୍ଯ୍ୟ ଟି. ସୁରେଶ କୁମାର ଆଚାରୀ ଏହି କାର୍ଯ୍ୟକ୍ରମରେ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।
 ଏହି ତିନିଦିନିଆ କାର୍ଯ୍ଯଶାଳାରେ ଗଞ୍ଜାମ, ଗଜପତି ଓ ଫୁଲଵାଣୀ ଜିଲ୍ଲାର ଶିଶୁ ବାଟିକା ବିଭାଗରୁ ୭୩ ଜଣ ଆଚାର୍ଯ୍ଯ ଆଚର୍ଯ୍ୟା ପ୍ରମୁଖ  ଯୋଗଦେଇ ଏହି କାର୍ଯ୍ୟଶାଳାରେ ଅନେକ ଦିଗଦର୍ଶନ ଉପରେ ଶିକ୍ଷା ଲାଭ କରିଥିଲେ ।
ରାଷ୍ଟ୍ରୀୟ ଶିକ୍ଷାନୀତି-୨୦୨୦ ଆଧାରରେ ଶିକ୍ଷଣ ପ୍ରକ୍ରିୟାର ସଫଳ କ୍ରିୟାନ୍ଵୟନ ଉଦ୍ଦେଶ୍ୟରେ ଅଖିଳ ଭାରତୀୟ ବିଦ୍ଯା ଭାରତୀର ପ୍ରଶିକ୍ଷଣ ସଂଯୋଜକ ଅଶୋକ କୁମାର ପଣ୍ଡା, ପ୍ରାନ୍ତ ଓ କ୍ଷେତ୍ରୀୟ ଶାରୀରିକ ଶିକ୍ଷା ସଂଯୋଜକ ବଳରାମ ସାହୁ , ପ୍ରାନ୍ତ ଶିଶୁ ବାଟିକା ସହ ସଂଯୋଜକ ମନୋରଞ୍ଜନ କର ,  ଅଭିଜ୍ଞ ପ୍ରଶିକ୍ଷକ ରୂପେ ଦକ୍ଷିଣ ପୂର୍ବ ସମ୍ଭାଗ ସଂଯୋଜକ ଵିଭୂତି ଭୂଷଣ ପାଇକରାୟ, ସହ-ସଂଯୋଜକ ତଥା ଗଞ୍ଜାମ ବିଭାଗ ନିରୀକ୍ଷକ ପଦ୍ମନାଭ ସାମଲ, ସମ୍ଭାଗ ଶିଶୁ ବାଟିକା ସଂଯୋଜକ ଅରୁଣ ବାଗ୍ , ଫୁଲବାଣୀ ବିଭାଗ ନିରୀକ୍ଷକ ସନ୍ତୋଷ ପାଢ଼ୀ, ସମ୍ଭାଗ ଶିଶୁ ବାଟିକା ପ୍ରମୁଖ 
ଶ୍ରୀମତୀ ଵି.ସୁଶୀଳା ପ୍ରମୁଖ  ପଞ୍ଚପଦୀ ଅଧିଗମ ପଦ୍ଧତି ଉପରେ ବିସ୍ତୃତ ରୂପେ ଆଲୋକପାତ କରିଥିଲେ ।
ଉଦଯାପନୀ ଉତ୍ସବରେ ସନ୍ତୋଷ କୁମାର ପାଢୀ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ମନୋରଞ୍ଜନ କର ଏହି କାର୍ଯ୍ୟକ୍ରମର ମୁଖ୍ୟଉଦ୍ଦେଶ୍ୟ ଓ ମହତ୍ତ୍ୱ ଉପରେ ପ୍ରତିପାଦନ କରିଥିଲେ । ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପରିଚାଳନା କମିଟିର ସାଧାରଣ ସମ୍ପାଦକ ତଥା ସରକାରୀ ଓକିଲ ସନ୍ତୋଷ କୁମାର ସାହୁ ଏହି ଅଧ୍ୟକ୍ଷତା କରି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଉପ-ସଭାପତି ଗୀତା ପାଢୀ, ଯୁଗ୍ମ ସମ୍ପାଦକ ପ୍ରକାଶ ଚନ୍ଦ୍ର ସାହୁ, କୋଷାଧ୍ୟକ୍ଷ ସିମାଞ୍ଚଳ ପାତ୍ର ସଦସ୍ୟ ରାମ ପ୍ରସାଦ ପଟ୍ଟନାୟକ, ସଦସ୍ୟା ସୁନୀତା ସେଠୀ ଓ ଅନ୍ୟ ସମସ୍ତ କାର୍ଯ୍ୟକର୍ତ୍ତା ପ୍ରମୁଖ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ସକ୍ରୀୟ ସହଯୋଗ କରିଥିଲେ ।
  ପରିଚାଳନା ସମିତିର ଯୁଗ୍ମ-ସମ୍ପାଦକ ପ୍ରକାଶ ଚନ୍ଦ୍ର ସାହୁ, ଆଚାର୍ଯ୍ୟ ପ୍ରତିନିଧି ମନୋରଞ୍ଜନ ଦାଶ ସମସ୍ତ ଉପସ୍ଥିତ ଥିଲେ । ଏଥିରେ ବିଦ୍ୟାଳୟର ପରିଚାଳନା କମିଟି, ଗୁରୁଜୀ ଗୁରୁମା, ସେବକ ସେବିକାଙ୍କ ପୂର୍ଣ୍ଣ ସହଯୋଗ ଫଳରେ ଏହି ତିନି ଦିନିଆ କାର୍ଯ୍ୟକ୍ରମ ସଫଳତା ପୂର୍ବକ ସମାପ୍ତ ହୋଇଥିଲା ।।

News Comment

You Might Also Like

BACK TO TOP