Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |

11-Aug-2026

 ଏକ ବାଇକ ଓ ମୋବାଇଲ  ସହ 44କିଲୋ ଗଞ୍ଜେଇ ଜବତ,ଓ ଅଭିଯୁକ୍ତ ଗିରଫ |

ଓଡିଶା ଜନ ମତ ବ୍ୟୁରୋ, 

 କମ ଅର୍ଥରେ ଅଧିକ ଉପାର୍ଜନ ପାଇଁ ଅଧିକାଂଶ ବ୍ୟକ୍ତି ଓ ଯୁବଗୋଷ୍ଟି ଅପରାଧିକ କାର୍ଯ୍ୟକଳାପ ରେ ସାମିଲ ହୋଇ ଧରାପଡି ପୋଲିସ ଦ୍ୱାରା ଗିରଫ ହୋଇ ଥିବାର ନଜିର ଅନେକ ରହିଛି!| ସେହିପରି ଜଣେ ବ୍ୟକ୍ତି ଗଞ୍ଜେଇ ବିକୁଥିଲା ବେଳେ ତାକୁ ଗିରଫ କରି କୋର୍ଟ ଚାଲାଣ କରିଛି ଓର୍କେଲ ପୋଲିସ| ଘଟଣାଟି ଘଟିଛି ମାଲକାନଗିରି ଜିଲ୍ଲା ଓର୍କେଲ ପୋଲିସକୁ ମିଳିଛି ଆଉ ଏକ ସଫଳତା। ବାଇକରେ ଜଣେ ବ୍ୟକ୍ତି ବେଆଇନ ଭାବେ ଗଞ୍ଜେଇ ଚୋରା ଚାଲାଣ କରିବା ସମୟରେ ଓର୍କେଲ ପୋଲିସ ହାତରେ ଧରା ପଡିଛି। ତେବେ ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ହେଉଛନ୍ତି ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମପିଭି-୧୫ ନମ୍ବର ଗ୍ରାମରେ ରହୁଥିବା କୁମ୍ବରେଶ ବାଲାଙ୍କ ପୁଅ ଆଶୁତୋଷ ବାଲା -(୩୨) ବୋଲି ଜଣା ପଡିଛି। ତାଙ୍କ ନିକଟରୁ ୪୪ କିଲୋ ଗଞ୍ଜେଇ ସହ ଗୋଟିଏ ବାଇକ, ମୋବାଇଲ ଏବଂ ନଗଦ ଏକ ହଜାର ୩୦ଟଙ୍କା ଜବତ କରାଯାଇଛି। ତେବେ ଏ ନେଇ ପୋଲିସ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ଥାନା ଅଧିକାରୀ ରିଗାନ କିଣ୍ଡୋଙ୍କ ନିର୍ଦ୍ଧେଶ କ୍ରମେ ଏସଆଇ ଧନୁର୍ଯୟ ଖିଲଙ୍କ ନେତୃତ୍ୱରେ ହାବିଲଦାର ଶଙ୍କର ଦାସ, ବିଦେଶୀ ଦାସ, ରାମକୃଷ୍ଣ ମହାରଣା, ରାଜୁ ବାବୁ ଦୋରାଙ୍କୁ ନେଇ ପୋଲିସର ଏକ ସ୍ୱତନ୍ତ୍ର ଟିମ ବାଲିମେଳା - ଗୋମ୍ଫାକୋଣ୍ଡା ମୁଖ୍ୟ କେନାଲ ରାସ୍ତାର ଏମଭି -୧୨୦ଗ୍ରାମ ନିକଟରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ଉକ୍ତ ରାସ୍ତାରେ ଜଣେ ବ୍ୟକ୍ତି ବାଇକରେ ଦୁଇଟି ଜରି ବସ୍ତାରେ କିଛି ସାମଗ୍ରୀ ନେଇ ଦ୍ରୁତ ଗତିରେ ଯାଉଥିବା ଦେଖି ସନ୍ଦେହ ହେବାରୁ ପୋଲିସ ଉକ୍ତ ବାଇକକୁ ଅଟକାଇ ଯାଞ୍ଚ କରିଥିଲେ। ଉକ୍ତ ବାଇକରେ ଥିବା ଜରି ବସ୍ତା ମଧ୍ୟରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ପୋଲିସ ଘଟଣା ସ୍ଥଳରୁ ବାଇକ ସହ ଗଞ୍ଜେଇକୁ ଜବତ କରିବା ସହିତ ଘଟଣାରେ ସମ୍ପୃକ୍ତ ଥିବା ଆଶୁତୋଷ ନାମକ ବ୍ୟକ୍ତିକୁ ଗିରଫ କରି ଥାନାକୁ ଆଣିଥିଲେ। ଏନେଇ ପୋଲିସ ପକ୍ଷରୁ ଥାନାରେ କେସ ନମ୍ବର -୨୩୫/୨୦୨୬ ରେ ଦଫା ୨୦(ବି )(ii)(ସି )/୨୫/୨୯ ଏନଡିପିଏସ ଧାରାରେ ଏକ ମାମଲା ରୁଜୁ କରାଯାଇଛି। ମାଜିଷ୍ଟ୍ରେଟ ଭାବେ ଚିତ୍ରକୋଣ୍ଡା ଅତିରିକ୍ତ ତହସିଲଦାର ପ୍ରଶାନ୍ତ କୁମାର ଭତ୍ରାଙ୍କ ଉପସ୍ଥିତିରେ ଗଞ୍ଜେଇକୁ ଓଜନ କରାଯାଇ ଜବତ କରାଯାଇଥିଲା। ମୋଟ ୪୪ କିଲୋ ଗଞ୍ଜେଇ ଥିବା ଜଣା ପଡିଛି। ତେବେ ଏହି ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ସମ୍ପୃକ୍ତ ଥିବା ଆଶୁତୋଷ ନାମକ ବ୍ୟକ୍ତିକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଚିତ୍ରକୋଣ୍ଡା ଏସଡିପିଓ ପ୍ରଦୋଷ ପ୍ରଧାନ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP