Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |

12-Aug-2026

 ମୋ 4, ଅଚଳ ଲୋକେ ହନ୍ତସନ୍ତ||

ରାଜ୍ୟ ସରକାର ଲୋକଙ୍କ ସୁବିଧା ନିମିତ ରାସ୍ତା, ଘାଟରେ ଝାଡା ନଫେରିବା ସକାଶେ  ଗ୍ରାମାଞ୍ଚଳ ର ପ୍ରତେକ ସ୍ଥାନରେ ଶୌଚାଳୟ ଖୋଲି ଥିଲେ |କିନ୍ତୁ ପ୍ରାୟ ଅଧିକାଂଶ ଶୌଚାଳୟ ଅକାମି, ସେମଧ୍ୟରୁ ଅନ୍ୟତମ ଶୌଚାଳୟ ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କରଲଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କରଲଗା ପ୍ରାଥମିକ କୃଷି ସମବାୟ ସମିତି ଲିଃ ଏବଂ କରଲଗା ରାଜସ୍ୱ ବିପର୍ଯ୍ୟୟ କାର୍ଯ୍ୟାଳୟ ନିକଟରେ ଥିବା ମୋ ଶୌଚାଳୟ ଦୀର୍ଘଦିନ ହେଲା ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳକୁ ବିଭିନ୍ନ କାମରେ ଆସୁଥିବା ସାଧାରଣ ଲୋକ, ବିଶେଷକରି ମହିଳାମାନେ, ଶୌଚାଳୟ କାର୍ଯ୍ୟ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।ସରକାରଙ୍କ ପକ୍ଷରୁ ସାଧାରଣ ଲୋକଙ୍କ ସୁବିଧା ପାଇଁ ମୋ ଶୌଚାଳୟ ନିର୍ମାଣ କରାଯାଇଥିଲେ ମଧ୍ୟ ତାହା ଅଚଳ ହୋଇ ପଡ଼ିରହିବା ଯୋଗୁଁ ଏହାର ଉଦ୍ଦେଶ୍ୟ ପୂରଣ ହେଉନାହିଁ। ଶୌଚାଳୟର ରକ୍ଷଣାବେକ୍ଷଣ ଓ ମରାମତି ଅଭାବରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ କହିଛନ୍ତି।ଏନେଇ ସମ୍ପୃକ୍ତ ବିଭାଗ ଓ ପ୍ରଶାସନ ତୁରନ୍ତ ପଦକ୍ଷେପ ନେଇ ଶୌଚାଳୟଟିକୁ ମରାମତି କରି ପୁନଃ କାର୍ଯ୍ୟକ୍ଷମ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

News Comment

You Might Also Like

BACK TO TOP