Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |

12-Aug-2026

ରିଷଭ ଙ୍କ ପାଇଁ ତାଙ୍କ ମା ନିଜ ଗାଁ ରେ  କରିବେ ଘର |

|ଓଡିଶା  ଜନ ମତ ବ୍ୟୁରୋ,

ରିଷଭ ପନ୍ତ ଙ୍କ ମା ଯଶୋଦାପନ୍ତ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସି ଓ ଆନନ୍ଦ ପରିବେଶ ସୃଷ୍ଟି ହୋଇଛି।
ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ରିଷଭଙ୍କ ମା’ ସରୋଜ ପନ୍ତ ଦୁଇ ଦଶନ୍ଧି ପରେ ଗତ ୪ ତାରିଖରେ ଗାଁକୁ ଫେରି ୫ ଦିନ ରହିଥିଲେ ଏବଂ କଣ୍ଟ୍ରାକ୍ଟରକୁ ପୈତୃକ ଘରକୁ ପୁନଃ ନିର୍ମାଣ କରିବାକୁ କହିଥିଲେ।
”ରିଷଭଙ୍କ ମାç’ ପୁରୁଣା ଘରର ପୁନଃ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ଆମେ ଆଶା କରୁଛୁ ଘର ନିର୍ମାଣ ହେଲା ପରେ ରିଷଭ ଗାଁରେ ଅଧିକ ସମୟ ବିତାଇବେ“ ବୋଲି ରିଷଭଙ୍କ ଦାଦା ମଦନ ମୋହନ ପନ୍ତ କହିଛନ୍ତି। ରିଷଭଙ୍କ ଜେଜେ ବାପା ୬୦ ବର୍ଷ ପୂର୍ବେ କାମ ପାଇଁ ଗାଁ ଛାଡ଼ି ରୁର୍‌କୀରେ ଅବସ୍ଥାନ କରିଥିଲେ। ୨୦ ବର୍ଷ ପୂର୍ବେ ସେ ନାତି ରିଷଭଙ୍କୁ ଗାଁକୁ ନେଇ ଆସିଥିଲେ। ସେତେବେଳକୁ ରିଷଭଙ୍କୁ ୭ ବର୍ଷ ହୋଇଥିଲା | ରିଷଭ ପନ୍ତ ନିଜ ପୈତୃକ ଗ୍ରାମରେ ରହିବା ଖବର ଶୁଣି ତାଙ୍କ ଫେନ ମାନଙ୍କ ମନରେ ବହୁତ ଉତ୍ସାହ ଦେଖାଦେଇଛି,|

News Comment

You Might Also Like

BACK TO TOP