Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |

12-Aug-2026

ପ୍ରାର୍ଥନା ବାହାନାରେ ମହିଳାଙ୍କୁ  ନେଇ କଲେ ବଳତ୍କାର |

|ଓଡିଶା ଜନ ମତ ବ୍ୟୁରୋ,

କଳାହାଣ୍ଡିରେ  ଏକ ଲଜ୍ୟା ଜନିତ ଘଟଣା ଘଟିଛି | ପ୍ରାର୍ଥନା ବାହାନାରେ ଜଣେ ପାଷ୍ଟର ମହିଳାଙ୍କୁ  ନେଇ ବଳାତ୍କାର କରିବା ଘଟଣା ସହର ରେ  ଏକ ଧର୍ମ ବିହୀନ ଏବଂ ଚର୍ଚ୍ଚାର ବିଷୟ ପାଲଟିଛି | ଘଟଣା ଟି ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ ସ୍ଥାନୀୟ ପାଷ୍ଟର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗର୍ଭବତୀ  ମହିଳା ଜଣକ ଅସୁସ୍ଥ ଥିବାରୁ ତାଙ୍କୁ ଭଲ କରିବା ପରେ ପ୍ରାର୍ଥନା ବାହାନାରେ ତାଙ୍କୁ ପାଷ୍ଟର ଘରକୁ ଡାକିଥିଲେ । ଏହାପରେ ମହିଳାଙ୍କ ସ୍ବାମୀଙ୍କୁ ନିଶା ଦେବା ପରେ ତାଙ୍କ ପତ୍ନୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏ ନେଇ ସଦର ଥାନାରେ ମହିଳା ଜଣକ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହା ଘଟଣାଟି କଳାହାଣ୍ଡି ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।ତେବେ କେମିତି ମହିଳା ମାନେ ସୁରକ୍ଷା ପାଇ ପାରିବେ |

News Comment

You Might Also Like

BACK TO TOP