Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |

13-Aug-2026

ବ୍ଲକସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ !

  ଓଡିଶା ଜନ ମତ, ଛତ୍ରପୁର, 

 କେ ସତ୍ୟ ନାରାୟଣ ରେଡ଼ୀ :------

ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ସହ ସାଂସ୍କୃତିକ ଭରା କାର୍ଯ୍ଯକ୍ରମ ମାଧ୍ଯମରେ ଗୁରୁବାର ସମାହିତ ହୋଇଯାଇଛି ।
ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତିନିଦିନିଆ ଲକ୍ଷପତି ଦିଦି ବିକାଶ ମେଳା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। 
ମହିଳାମାନଙ୍କୁ ଆର୍ଥିକ ସଶକ୍ତିକରଣ ଏବଂ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ରିକାପଲ୍ଲୀ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଆୟୋଜିତ ୩ ଦିନିଆ ‘ଲକ୍ଷପତି ଦିଦି’ କର୍ମଶାଳା ଓ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ମଧ୍ୟରେ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। 
ଉଦ୍‌ଯାପନୀ ଦିବସରେ ଛତ୍ରପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମ୍ବିତ୍ ସଂଗ୍ରାମଜିତ୍ ସାହୁ  ମୁଖ୍ୟଅତିଥି ଭାବେ ଯୋଗଦେଇ ମହିଳାମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ ।
ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୫  ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଯୋଗଦେଇଥିଲେ । ମିଶନ ଶକ୍ତି ମହିଳାମାନେ ନିଜସ୍ୱ ଉତ୍ପାଦରେ ତିଆରି ସ୍ୱାଦିଷ୍ଟ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ ସାଂଗକୁ ବିକ୍ରୀ ବଟା ମସଲା, ତେଲ, ଲୁଣ, ଆଚାର ପାମ୍ପଡ ବଡ଼ି ଆଦି ଏହି ମେଳାରେ ପ୍ରଦର୍ଶିତ ହୋଇଥିଲା । ଛତ୍ରପୁର ବ୍ଲକ୍ ର ମହିଳା ଓ ସମ୍ୱନିତ ଶିଶୁ ବିକାଶ ଅଧିକାରିଣୀ ଶ୍ରୀମତୀ ପ୍ରଣମିତା ପଣ୍ଡା ଙ୍କ ସୁପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଶତାଧିକ ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରତିନିଧି ଏଥିରେ ସକ୍ରୀୟ ଅଂଶଗ୍ରହଣ କରିଥିଲେ ।
ବ୍ଲକ୍ ପ୍ରକଳ୍ପ ମିଶନ ଶକ୍ତି ବିଭାଗ ର ସଂଯୋଜିକା ସୀତା ବରାଳ ସଭା ପରିଚାଳନା କରି `ଲକ୍ଷପତି ଦିଦି` ଯୋଜନାର ମୂଳ ଉଦ୍ଦେଶ୍ୟ, ମହିଳା ସଶକ୍ତିକରଣ ଏବଂ ସ୍ୱରୋଜଗାରର ବିଷୟରେ ଗୁରୁତ୍ୱାରୋପ କରିଥିଲେ ।
ଉଦଯାପନୀ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀ ସମ୍ପଦ ବିକାଶ ଉପନିର୍ଦ୍ଦେଶକ ଡ଼ଃ. ମାନସ ଚାନ୍ଦ, ଡ଼ଃ. ଆଶୁତୋଷ ମିଶ୍ର, ବିପୁଳିିଙ୍ଗି ସରପଞ୍ଚ ହୀନ ସେଠୀ, ବଡ଼ମାଧୁପୁର ସରପଞ୍ଚ ଅର୍ଚ୍ଚନା ସେଠୀ ପ୍ରମୁଖ ବହୁ ଗଣ୍ୟମାନ୍ୟ ଅତିଥି ଯୋଗଦାନ କରିଥିଲେ ।
ସର୍ବୋପରି ଏହି ଉତ୍ସବରେ ପଶୁ ସମ୍ପଦ ବିଭାଗ ଅଧିକାରୀ, ବିଭିନ୍ନ ପଂଚାୟତ ସରପଞ୍ଚ, ଛତ୍ରପୁର ବ୍ଲକସ୍ତରୀୟ ମହାସଂଘର କର୍ମକର୍ତ୍ତା, ବିପିଏ, ଉଆଇପି, ବିଏଲସି, ସୁପରଭାଇଜର  ସମେତ ବିଭିନ୍ନ ପଞ୍ଚାୟତର ଏମବିକେ, ସିଆରପି,ବ୍ୟଙ୍କ୍ ମିତ୍ର, କୃଷି ମିତ୍ର, ପ୍ରାଣୀମିତ୍ର ଓ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ ।।

News Comment

You Might Also Like

BACK TO TOP