Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |

13-Aug-2026

ଅଷ୍ଟମ ବାଟାଲିୟନ୍ ପରିସରରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ l

ଛତ୍ରପୁର, ତା.୧୩ / ୮,

କେ.ସତ୍ୟନାରାୟଣ ରେଡ୍ଡୀ,:----
ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଷ୍ଟମ ବାଟାଲିୟନ ପରିସରରେ ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ହାତପାଣ୍ଠି ରୁ ମିଳିଥିବା ୫ ଲକ୍ଷ ଟଙ୍କାରେ ବ୍ୟୟରେ ନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୁରୁବାର ଉଦଘାଟିତ ହୋଇଯାଇଛି ।
ଅଷ୍ଟମ ବାଟାଲିୟନର ଦୁର୍ଗପତି ଶାରଦା ପ୍ରସାଦ ଦାସଙ୍କ ଉପସ୍ଥିତିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟଅତିଥି ରୂପେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥୀ ଭାବେ ସାଂସଦଙ୍କ ପ୍ରତିନିଧି ଦୀପ୍ତିଶ୍ ପଟ୍ଟନାୟକ (ରୁଇନା) ଙ୍କ କରକମଳରେ ଅନୁଷ୍ଠାନିକ ଭାବେ ଶୁଭ ଉଦଘାଟିତ ହୋଇଛି ।
 ଏହି ଅବସରରେ ଛତ୍ରପୁର ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ଭାରପ୍ରାପ୍ତ ଅଧ୍ୟକ୍ଷ ଜି.ପାପା ରାଓ, ପୋଡାପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସୁଜାତା ଦାସ, ଅଗସ୍ତିନୂଆଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଉର୍ମିଳା ଦାସ, ଅଷ୍ଟମ ବାଟାଲିୟନର ଉପ-ଦୁର୍ଗପତି ଯଶୋବନ୍ତ ସେଠୀ, ହାବିଲଦାର ଏବଂ ସିପାହୀ ସଙ୍ଘ ସଭାପତି ଯଶୋବନ୍ତ ସ୍ୱାଇଁ, ସମ୍ପାଦକ ଜଗନ୍ନାଥ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଦୀର୍ଘଦିନ ପରେ ସାଂସଦଙ୍କ ସହଯୋଗରେ ଅଷ୍ଟମ ବାଟାଲିୟନର ହାବିଲଦାର ଏବଂ ସିପାହୀ ସଂଘର ପ୍ରଚେଷ୍ଟାରେ ଏହା ସଫଳ ହୋଇପାରି ଥିବା ନେଇ ସବୁରି ମହଲରେ ଖୁସିର ଲହରୀ ଖେଳିଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଶୁଭେନ୍ଦୁ ପଲେଇ, ପ୍ରଶାନ୍ତ ବେହେରା ଙ୍କ ସମେତ ସମସ୍ତ ସିପାହୀ ଓ ହାବିଲଦାର ପରିଚାଳନାରେ ସହଯୋଗ କରିଥିଲେ ।।

News Comment

You Might Also Like

BACK TO TOP