Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||

13-Aug-2026

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ ବେଗୁନିଆପଡ଼ା ବ୍ଲକ ସାମ୍ବାଦିକ ସଂଘ।

ଓଡିଶା ଜନମତ, ବେଗୁନିଆପଡା : 13/08/26  

ଭଞ୍ଜ କିଶୋର. ମହାରଣା

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଗଞ୍ଜାମ ବେଗୁନିଆପଡ଼ା ବ୍ଲକ ଦଣ୍ଡିଶ୍ୱର ସାମ୍ବାଦିକ ସଂଘ। ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ କୋଦଳା ଅତିରିକ୍ତ ତହସିଲଦାର ରବି ନାରାୟଣ ସେଠୀ ଓ ବେଗୁନିଆପଡ଼ା ବିଡ଼ିଓ ସୁନୀଲ ସାମନ୍ତଙ୍କ ଜରିଆରେ ଏକ ଦାବୀପତ୍ର ସଂଘ ପକ୍ଷରୁ ପ୍ରଦାନ କରାଯାଇଛି।ସଂଘ ପକ୍ଷରୁ କୁହାଯାଇଛି ଯେ, କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାର ନିଜସ୍ବ ସୁବିଧା ରହିଛି। ଏହି ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନା ସହ ପରିବର୍ତ୍ତିତ କରାଯିବା ନେଇ ଖବର ପ୍ରକାଶ ପାଇବା ପରେ ସାମ୍ବାଦିକ ମହଲରେ ଅସନ୍ତୋଷ ଦେଖାଦେଇଛି।ଗୋପବନ୍ଧୁ ସାମ୍ବାଦିକ ସୱାସ୍ଥ୍ୟ ବୀମା ଯୋଜନାକୁ ସ୍ବତନ୍ତ୍ର ଭାବେ ଜାରି ରଖିବା ସହିତ ଏଥିରେ ଖବରଦାତାଙ୍କ ମାତା,ପିତାଙ୍କୁ ମଧ୍ୟ ସାମିଲ କରାଯାଉ ବୋଲି ବେଗୁନିଆପଡ଼ା ଅଞ୍ଚଳର ସାମ୍ବାଦିକ ମାନେ ଦାବି କରିଛନ୍ତି। ଏହାସହ ଦାବିଗୁଡ଼ିକ ପୂରଣ ନ ହେଲେ ଆଗାମୀ ଦିନରେ ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଦାବିପତ୍ର ପ୍ରଦାନ ସମୟରେ ଦଣ୍ଡିଶ୍ୱର ସାମ୍ବାଦିକ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP