Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |

14-Aug-2026

ୱାଟ୍ସଆପ୍ ରେ ଛାତ୍ର କଂଗ୍ରେସ ନେତାଙ୍କୁ ଜିଲ୍ଲା ସଭାପତି ଙ୍କ ଅଶ୍ଳୀଳ ଗାଳି ଓ ଆକ୍ରମଣ ଧମକ,ଛତ୍ରପୁର ଥାନାରେ ଏତଲା |

ଓଡିଶା ଜନ ମତ,ଛତ୍ରପୁର, ତା.୧୪ / ୮,

କେ.ସତ୍ୟନାରାୟଣ ରେଡ୍ଡୀ:-----

ଛାତ୍ର କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପଲେଇ ଙ୍କୁ ୱାଟ୍ସଆପ୍ ମାଧ୍ଯମରେ କଲ୍ କରି ଗଞ୍ଜାମ ଜିଲ୍ଲା (ପୂର୍ବ) କଂଗ୍ରେସ ସଭାପତି ରଶ୍ମୀ ରଞ୍ଜନ ପଟ୍ଟନାୟକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ଏବଂ ଲୋକ ଲଗାଇ ଆକ୍ରମଣ କରିବା ଭଳି ଧମକ ଦେଇଥିବା ବିଷୟ ସାଧାରଣରେ ନିନ୍ଦନୀୟ ଘଟଣା ହୋଇଥିବା ବେଳେ ଏ ବିଷୟରେ ଛତ୍ରପୁର ଦଳୀୟ କଂଗ୍ରେସ କମିଟି ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏସମ୍ପର୍କରେ ଛାତ୍ର କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପଲେଇ ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁର ଥାନାରେ ଏତଲା ଦେଇଥିବା ବେଳେ ଛତ୍ରପୁର ପୋଲିସ ପ୍ରଶାସନ ପକ୍ଷରୁ କେସ ରୁଜୁ କରି ଘଟଣା ସମ୍ପର୍କରେ ଛତ୍ରପୁର ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି ବୋଲି ଜଣାପଡ଼ିଛି ।
ଏଠାରେ ସୂଚନା ଯୋଗ୍ୟ ଯେ` ଛାତ୍ର କଂଗ୍ରେସ ନେତା ଶ୍ରୀ ପଲେଇ ଙ୍କ କହିବା ପ୍ରକାରେ ଗତ ୧୭.୦୮.୨୦୨୬ ରିଖ, ବୁଧବାର ବିଳମ୍ବିତ ରାତ୍ରି ପ୍ରାୟ ୧୦.୦୦ ଘଣ୍ଟିକା ସମୟରେ, ଗଞ୍ଜାମ ଜିଲ୍ଲା (ପୂର୍ବ)କଂଗ୍ରେସ ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକ ୱାଟ୍ସଆପ୍ ମାଧ୍ୟମରେ ଫୋନ୍‌ କରି ଅତ୍ୟନ୍ତ ଅଶ୍ଳୀଳ ଓ ଅପମାନଜନକ ମନ୍ତବ୍ୟ ଓ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କୁ ଲୋକ ଲଗାଇ ଆକ୍ରମଣ କରିବା ,ମାଡ଼ ମାରିବାର ଧମକ ଦେଇଥିଲେ ବୋଲି ଅଭିଯୋଗ ହୋଇଛି । ପୋଲିସ ଶ୍ରୀ ପଲେଇ ଙ୍କ ମୋବାଇଲ ଫୋନ୍ ରୁ ରେକର୍ଡ ବାର୍ତ୍ତା ଯାଞ୍ଚ କରିବା ସାଂଗକୁ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦିଗରେ ପଦକ୍ଷେପ ନେଇଥିବା ଜଣାପଡ଼ିଛି । ଏସମ୍ପର୍କରେ ଛାତ୍ର କଂଗ୍ରେସ ନେତା ମହେଶ କୁମାର ଗୌଡ଼, ବରିଷ୍ଠ କଂଗ୍ରେସ ନେତା ଭାଗିରଥୀ ବେହେରା, ପୂର୍ବତନ ଚିକଲଖଣ୍ଡି ସରପଞ୍ଚ ରାମସ୍ୱାମୀ ରେଡ୍ଡୀ ଏହି ବିଷୟ ଶୁଣି ଖୁବ ଦୁଃଖ ପ୍ରକାଶ କରି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି । ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ପୋଲିସ ପ୍ରଶାସନ ଠାରେ ଅନୁରୋଧେ କରିଛନ୍ତି ।।

News Comment

You Might Also Like

BACK TO TOP