Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଜାତୀୟ ପତାକା ଉତ୍ତୋଳନ ପରେ ଅସୁସ୍ଥ ହୋଇ ପଡିଲେ 8ଜଣ ଛାତ୍ରୀ ||

15-Aug-2026

ଦେବଗଡ଼ ଜିଲ୍ଳାରେ ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ,

ଓଡିଶା ଜନ ମତ ବ୍ୟୁରୋ, 
ଜାତୀୟ ପତଳା ଉତ୍ତୋଳନ ବେଳେ  ହଠାତ ଘଟିଛି ଏକ ଅଭାବନୀୟ ଦୃଶ୍ୟ | ସମସ୍ତେ ଦେଶର ଅଶିଏ ତମ ସ୍ୱାଧୀନତା ଦିବସ ପାଳନ କରୁଥିଲା ବେଳେ ଜାତୀୟ ପତାକା ଉତ୍ତୋଳନ ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ ଯାହାକୁ ନେଇ ଏକ ଭୟର ବାତାବରଣ କିଛି ସମୟ ପାଈଁ ସୃଷ୍ଟି ହୋଇଥିଲା  କିନ୍ତୁ ସେମାନଙ୍କ ପରିବାର ଆସି  ସେମାନଙ୍କୁ ମେଡିକାଲ କୁ ନେବାପାରିବର୍ତ୍ତ  ନେଇ ଯାଇଥିଲେଦେବୀ ଙ୍କ ମଣ୍ଡପକୁ ଚିକିତ୍ସା କରିବା ପାଈଁ  || ଏପରି ଦେଖିବାକୁ ମିଳିଛି ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ  | ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ ଆଚରଣ ଦେଖାଉଛନ୍ତି। କାହାକୁ କିଛି ସ୍ପଷ୍ଟ ଭାବେ କହିପାରିଲେ ନାହିଁ ଏବଂ ସେମାନଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅସ୍ବାଭାବିକ ଭାବେ ଥରିବାକୁ ଲାଗିଲା। ଏଭଳି ଦୃଶ୍ୟ ଦେଖି ସ୍କୁଲରେ ଉପସ୍ଥିତ ଥିବା ଶିକ୍ଷକ ଏବଂ ଅଭିଭାବକମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା। ଚିକିତ୍ସା ପାଇଁ ଡାକ୍ତରଖାନା ନେବା ବଦଳରେ ମହାମାୟୀ ମଣ୍ଡପରେ ପୂଜାର୍ଚ୍ଚନା କରୁଛନ୍ତି ଅଭିଭାବକ| କାରଣ ଏହା ଆଗରୁ ସେମାନଙ୍କ ଏପରି ଅବସ୍ଥା ଘଟିଛି!| ଯାହାକୁ ନେଇ ପରିବାର ଏକ ଭୌତିକ ଜନିତ ଘଟଣା କହୁଥିଲା ବେଳେ ପୁଣି ବ୍ଲକ ପ୍ରଶାସନ ଦ୍ୱାରା ଛାତ୍ରୀ ମାନଙ୍କୁ ଦେବଗଡ଼ ମେଡିକାଲ କୁ ନେଇ  ସିକିତ୍ସା କରିବା ପରେ ସମସ୍ତେ ସୁସ୍ଥ ଥିବା ଜଣା ପଡିଛି |

News Comment

You Might Also Like

BACK TO TOP