Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |

15-Aug-2026

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ଓଡିଶା ଜନମତ,ବାଲିଗୁଡା,ତା, ୧୫/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :-----

କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ପ୍ରଶାସନ ବନାମ ସାଧାରଣ ଜନତା ଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ମ୍ୟାଚ୍ ଆୟୋଜିତ ହେବା ପରେ ପରେ ସ୍ଵାଧୀନତା କପ୍ ଫୁଟବଲ୍‌ ଚାମ୍ପିୟାନ୍‌ ସିପ୍‌ର ଫାଇନାଲ୍ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା  l ଏହି ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP