Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ବ୍ରହ୍ମପୁର ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା " କାର୍ଯ୍ୟକ୍ରମ ଅନୁଷ୍ଠିତ |

15-Aug-2026

ବ୍ରହ୍ମପୁରସ୍ଥ ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ "ହର ଘର ତ୍ରିରଙ୍ଗା" କାର୍ଯ୍ୟକ୍ରମ !

 ଓଡିଶା ଜନ ମତ, ଛତ୍ରପୁର , ତା.୧୫ / ୮,

କେ.ସତ୍ୟନାରାୟଣ ରେଡ୍ଡୀ:----

ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଦ୍ୱାରା ପରିଚାଳିତ ଗଞ୍ଜାମ ଜିଲ୍ଲାର ରଙ୍ଗେଈଲୁଣ୍ଡା ଠାରେ ଅବସ୍ଥିତ ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ପରିସରରେ ୮୦ତମ ସ୍ୱାଧୀନତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । 
ମହାବିଦ୍ୟାଳୟ ର ଡିନ ପ୍ରଫେସର ନିତ୍ୟାନନ୍ଦ ଦାସ ଜାତୀୟ ପତାକା ଉତ୍ତୋଳନ କରି ଦେଶର ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ବିଷୟରେ ଆଲୋକପାତ କରିଥିଲେ । ଛାତ୍ରଛାତ୍ରୀମାନେ ଉତ୍ତମ କାର୍ଯ୍ୟ କରି ରାଜ୍ୟ ତଥା ଦେଶର ସୁନାମ ଅର୍ଜନ କରିବାକୁ ଦିଗଦର୍ଶନ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସାଂଗକୁ ବିବିଧ କାର୍ଯ୍ୟକ୍ରମ ଜରିଆରେ ସ୍ୱାଧୀନତା ଦିବସ ସମାହିତ ହୋଇଯାଇଛି ।
      ସ୍ୱାଧୀନତା ଦିବସ ଅବସରେ ମତ୍ସ୍ୟବିଜ୍ଞାନ ମହାବିଦ୍ୟାଳୟ ଦ୍ୱାରା ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । "ହର ଘର ତ୍ରିରଙ୍ଗା" କାର୍ଯ୍ୟକ୍ରମ ଉପଲକ୍ଷେ, ମହାବିଦ୍ୟାଳୟ ତରଫରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ତ୍ରିରଙ୍ଗା ଧରି ବିଭିନ୍ନ ସ୍ଲୋଗାନ ମାନ ଦେଇ ନିକଟସ୍ଥ ଗ୍ରାମ ବ୍ରଜନଗର ପରିକ୍ରମା କରି ଦେଶପ୍ରେମର ବାର୍ତ୍ତା ଦେଇଥିଲେ । ଘରେ ଘରେ ତ୍ରିରଙ୍ଗା ଉଡ଼ାଇ ଜାତୀୟ ପତାକା ପ୍ରତି ସମ୍ମାନ ଓ ଦେଶପ୍ରେମର ଭାବନାକୁ ସୁଦୃଢ଼ କରିବାକୁ ଆହ୍ୱାନ ଦିଆଯାଇଥିଲା । ମହାବିଦ୍ୟାଳୟର ଏହି ଅଭିଯାନକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ଉତ୍ସାହ ପ୍ରକାଶ ପାଇଥିଲା । ପରିଶେଷରେ ମହାବିଦ୍ୟାଳୟର ଡିନ ଛାତ୍ରଛାତ୍ରୀଙ୍କୁ ପରିବେଶ ସୁରକ୍ଷା ଦିଗରେ ସଚେତନ କରିଥିଲେ ଏବଂ ସ୍ୱଚ୍ଛ ଭାରତ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଡିନ ଙ୍କ ତତ୍ୱାବଧାନରେ ଏବଂ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ଙ୍କ ସହଯୋଗରେ ‘"ହର ଘର ତ୍ରିରଙ୍ଗା" କାର୍ଯ୍ୟକ୍ରମ, ସ୍ୱଚ୍ଛ ଭାରତ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ସୁନ୍ଦର ଭାବରେ ଅନୁଷ୍ଠିତ ହୋଇଥିଲା ।।

News Comment

You Might Also Like

BACK TO TOP