Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |

16-Aug-2026

ଗୋପବନ୍ଧୁ ପ୍ରେସ କ୍ଳବ, ହିଞ୍ଜିଳିକାଟୁ ପକ୍ଷରୁ ମହାଆଡ଼ମ୍ବରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ।

 ଓଡିଶା ଜନ ମତ,ହିଞ୍ଜିଳିକାଟୁ, ୧୫/୦୮,

 କୃଷ୍ଣ ଚନ୍ଦ୍ର ସାମନ୍ତରା;-----

ଦେଶପ୍ରେମ ଓ ଜାତୀୟତାର ଭାବନାରେ ଉତ୍ସବମୁଖର ହୋଇଉଠିଲା ହିଞ୍ଜିଳିକାଟୁ। ଭଏସ୍ ଅଫ୍ ମିଡ଼ିଆ ଗଞ୍ଜାମ ଜିଲ୍ଲା ଶାଖା ଓ ଗୋପବନ୍ଧୁ ପ୍ରେସ କ୍ଳବ, ହିଞ୍ଜିଳିକାଟୁର ମିଳିତ ଆନୁକୂଲ୍ୟରେ ମହାଆଡ଼ମ୍ବରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ହିଞ୍ଜିଳିକାଟୁ ମିନି ଷ୍ଟାଡିୟମ ପରିସରରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ସକାଳ ସାଢ଼େ ୭ଟା ସମୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହି ଅବସରରେ ଭଏସ୍ ଅଫ୍ ମିଡ଼ିଆ ଗଞ୍ଜାମ ଜିଲ୍ଲା ଶାଖାର ସଦସ୍ୟ ଓ ଗୋପବନ୍ଧୁ ପ୍ରେସ କ୍ଳବର ସଦସ୍ୟମାନେ ବହୁ ସଂଖ୍ୟାରେ ଉପସ୍ଥିତ ରହି ଜାତୀୟ ପର୍ବକୁ ଉତ୍ସାହର ସହ ପାଳନ କରିଥିଲେ। ଭଏସ୍ ଅଫ୍ ମିଡ଼ିଆ ପକ୍ଷରୁ ହିଞ୍ଜିଳିକାଟୁରେ ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିବାରୁ ସାମ୍ବାଦିକ ମହଲରେ ଏହାକୁ ନେଇ ବିଶେଷ ଉତ୍ସାହ ଓ ଆନନ୍ଦ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ଭଏସ୍ ଅଫ୍ ମିଡ଼ିଆ ଗଞ୍ଜାମ ଜିଲ୍ଲା ସଭାପତି ରାମ ପ୍ରସାଦ ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ ପରେ ଉପସ୍ଥିତ ସମସ୍ତ ସାମ୍ବାଦିକ ଓ ସଦସ୍ୟମାନେ ସମୂହ ଜାତୀୟ ସଙ୍ଗୀତ ଗାନ କରି ଦେଶର ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଜଣାଇଥିଲେ। ସ୍ୱାଧୀନତା ଦିବସ ପାଳନ ସହିତ ସାମାଜିକ ଦାୟିତ୍ୱକୁ ମଧ୍ୟ ଗୁରୁତ୍ୱ ଦେଇଥିଲା ଆୟୋଜକ ସଂଘ।। ପରବର୍ତ୍ତୀ ସମୟରେ ମୁଖ୍ୟ ଅତିଥି ଶ୍ରୀ ରାମ ପ୍ରସାଦ ସାମଲଙ୍କ ସମେତ ଭଏସ୍ ଅଫ୍ ମିଡ଼ିଆର ସଦସ୍ୟ ମାନେ ସ୍ଥାନୀୟ ରେଗିଡ଼ି ସାହି ସରକାରୀ ସ୍କୁଲରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ କରିଥିଲେ । ସାମ୍ବାଦିକମାନେ କେବଳ ସମାଜର ଘଟଣାବଳୀକୁ ଲୋକଲୋଚନକୁ ଆଣିବାରେ ସୀମିତ ନରହି ସାମାଜିକ ଓ ଜାତୀୟ ଦାୟିତ୍ୱ ପ୍ରତି ମଧ୍ୟ ସଚେତନ ରହିବା ଆବଶ୍ୟକ ବୋଲି ଏହି ଆୟୋଜନ ଏକ ସୁନ୍ଦର ବାର୍ତ୍ତା ପ୍ରଦାନ କରିଛି। ଭଏସ୍ ଅଫ୍ ମିଡ଼ିଆ ଓ ଗୋପବନ୍ଧୁ ପ୍ରେସ କ୍ଳବର ଏହି ପ୍ରୟାସକୁ ଅଞ୍ଚଳବାସୀ ଓ ସାମ୍ବାଦିକ ମହଲରେ ପ୍ରଶଂସା କରାଯାଇଛି । ଏହି ଅବସରରେ ଜିଲ୍ଲା ସମ୍ପାଦକ -ରଘୁନାଥ ଆଚାର୍ଯ୍ୟ
ଜିଲ୍ଲା ଉପସଭାପତି -ପ୍ରିୟବ୍ରତ ପଣ୍ଡା,ଦିଲୀପ କୁମାର ଖୋଟିଆ, ସମ୍ମାନିତ ଅତିଥି  ଭାବେ ଯୋଗଦେଇ ଥିଲେ।ପାଢ଼ୀ ବାବୁ, ଶିବରାମ ବାବୁ 
ଗୋପବନ୍ଧୁ ପ୍ରେସ କ୍ଳବ ହିଞ୍ଜିଳିକାଟୁ ସଭାପତି ରଞ୍ଜିତ କୁମାର ପଲେଇ, ସହ ସମ୍ବାଦକ କୃଷ୍ଣଚନ୍ଦ୍ର ସାମନ୍ତରାୟ, ଉପସଭାପତି ରାମକୃଷ୍ଣ  ପାଣି, ଅବନୀ ପଟ୍ଟନାୟକ, ସାରଥୀ ପାଢ଼ୀ, ଉଷାରାଣୀ ପଣ୍ଡା, ଜଗତ ସାହୁ, ରାମକୃଷ୍ଣ ପଣ୍ଡା, ଵିଶ୍ଵମ୍ଭର ଦାଶ,ଏବଂ ଭଏସ ଆଫ ମିଡ଼ିଆର ବହୁ ସଦସ୍ୟ ଯୋଗ ଦେଇଥିଲେ । ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP