Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |

17-Aug-2026

କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର । ପୋଲିସ ର ସୂଚନା  ଏହା ପ୍ରେମ ଜନିତ ହତ୍ୟା କାଣ୍ଡ ଅଟେ | 

ଓଡିଶା ଜନ ମତ ବ୍ୟୁରୋ, 

ନିଜର କାମନା ବାସନା କୁ ଚରିତାର୍ଥ କରିବା ପାଈଁ ମନଗଢା କଥାକହି ନିଜର ଆଶା ପୁର୍ଣ ହୋଇଗଲା ପରେ ପ୍ରେମିକା କିମ୍ବା ପ୍ରେମିକ   ଜଣେ ଅନ୍ୟଜଣକ ରଜୀବନ ନେବାକୁ ପଛାଇ ନଥାଏ | ଏପରି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କନ୍ତିଓ ପୁଟସାହି ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି! ପ୍ରେମଜନିତ ବିବାଦରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ଏହି ମାମଲାରେ ପୋଲିସ ସେହି ଗ୍ରାମର ବିଷ୍ଣୁ ପ୍ରସାଦ ସାହୁ (୪୦)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ,ଗତ ଶୁକ୍ରବାର ସନ୍ଧ୍ୟାରେ ଧାନ ତଳି ଲଗାଇବା ପାଇଁ ଶ୍ରମିକ ଠିକ୍ କରିବାକୁ ସଂଯୁକ୍ତା ସାହୁ (୫୨) ଘରୁ ବାହାରିଥିଲେ। ହେଲେ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ବିଳମ୍ବିତ ରାତି ଯାଏଁ ତାଙ୍କ::ର କୌଣସି ସନ୍ଧାନ ମିଳିନଥିଲା। ଶନିବାର ସକାଳେ ଗ୍ରାମ ନିକଟ କାଜୁ ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ମିଳିଥିଲା। ପରିବାର ଲୋକେ ଜଣେ ଯୁବକଙ୍କ ଉପରେ ସନ୍ଦେହ ପ୍ରକାଶ କରି ହତ୍ୟା ଅଭିଯୋଗ କରିଥିଲେ। ପରିବାର ଲୋକଙ୍କ କହିବାନୁସାରେ,ସଂଯୁକ୍ତା ଜଣେ ଯୁବକଙ୍କ ସହ ବାଇକ୍‌ରେ ଯାଉଥିବା ପ୍ରେମଜନିତ ବିବାଦରୁ ହତ୍ଯା ସେମାନେ ଦେଖିଥିଲେ। ଏପରିକି ସମ୍ପୃକ୍ତ ଯୁବକ ସଂଯୁକ୍ତାଙ୍କ ଘରକୁ ଆସି ତାଙ୍କୁ ଖୋଜାଖୋଜି କରିଥିବା କହିଥିଲେ। ଉଭୟଙ୍କ ମଧ୍ୟରେ ଟଙ୍କା କାରବାରକୁ ନେଇ ବିବାଦ ଥିବା ନେଇ ପରିବାର ଅଭିଯୋଗ କରିଥିଲେ। କାମାକ୍ଷାନଗର ଏସ୍‌ଡିପିଓ ଚିତ୍ତରଞ୍ଜନ ବେହେରା ଓ ତୁମୁସିଙ୍ଗା ଥାନା ଅଧିକାରୀ ମନସ୍ତିନୀ ମହାନ୍ତିଙ୍କ ନେତୃତ୍ବରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ପରେ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରିଥିଲା। ପୋଲିସ ବିଷ୍ଣୁ ପ୍ରସାଦଙ୍କୁ ସନ୍ଦେହରେ ଥାନାକୁ ଆଣି ପଚରାଉଚରା କରିଥିଲା। ପଚରାଉଚା ସମୟରେ ସେ ହତ୍ୟା କରିଥିବା ସ୍ବୀକାର କରିଥିବା ପୋଲିସ ସୂଚନା ଦେଇଛି। ସଂଯୁକ୍ତାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା ଏବଂ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା ପରେ ଗାଁ ନିକଟ କାଜୁ ଜଙ୍ଗଲକୁ ନେଇ ସେଠାରେ ସଂଯୁକ୍ତାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ କହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ପୋଲିସ ଘଟଣାର ସିନ୍ ରିକ୍ରିଏସନ୍ କରିଥିଲା।

News Comment

You Might Also Like

BACK TO TOP