Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା

17-Aug-2026

ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା.ସରକାର ଙ୍କ ପକ୍ଷରୁ ସରକାର ଙ୍କ ବଡ଼ ଘୋଷଣା  ||

ଓଡିଶା ଜନ ମତ ବ୍ୟୁରୋ 
 
ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ ୩ ଦିନ ପାଇଁ ରୋଡୱେଜ୍ ବସ୍‌ରେ ମାଗଣା ଯାତ୍ରା ସୁବିଧା ଦେବାକୁ ନିଷ୍ପତ୍ତି ନେଇଛି । ଏହି ସୁବିଧା ଅଗଷ୍ଟ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ମିଳିବ।
ଚଳିତ ବର୍ଷ ଅଗଷ୍ଟ ୨୮ରେ ରକ୍ଷାବନ୍ଧନ ପାଳନ ହେବ । ଏହି ଅବସରରେ ବହୁ ସଂଖ୍ୟାରେ ମହିଳା ନିଜ ଭାଇଙ୍କ ଘରକୁ ରାକ୍ଷୀ ବାନ୍ଧିବାକୁ ଯିବେ । ଏହାକୁ ଦୃଷ୍ଟିରେ ରଖି ୨୭ ତାରିଖରେ ଭାଇଙ୍କ ଘରକୁ ଯିବା ଏବଂ ୨୯ ତାରିଖରେ ନିଜ ଗନ୍ତବ୍ୟସ୍ଥଳକୁ ଫେରିବା ସମୟରେ ମଧ୍ୟ ମହିଳାମାନେ ମାଗଣାରେ ବସ୍‌ରେ ଯାତ୍ରା କରିପାରିବେ। ଏଥିପାଇଁ ମହିଳାଙ୍କ ଠାରୁ ଟିକେଟ ଆଦାୟ କରାଯିବ ନାହିଁ । ରକ୍ଷାବନ୍ଧନ ସମୟରେ ବସ୍‌ଷ୍ଟାଣ୍ଡରେ ଭିଡ଼ ବଢ଼ିବା ଆଶଙ୍କା ଥିବାରୁ ପରିବହନ ନିଗମ କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ କରିଛି । ଡ୍ରାଇଭର ଓ କଣ୍ଡକ୍ଟରମାନଙ୍କୁ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଛୁଟି ଦିଆଯିବ ନାହିଁ । ଅଧିକ ସଂଖ୍ୟାରେ ବସ୍‌ ଚଳାଚଳ କରାଇ ଯାତ୍ରୀଙ୍କୁ ସୁବିଧା ଦେବା ଉପରେ ଗୁରୁତ୍ୱ ଦିଆଯାଇଛି।
ମହିଳା ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି କୌଶାମ୍ବୀ ଡିପୋ ସହ ଜଡ଼ିତ ବିଭିନ୍ନ ରୁଟ୍‌ରେ ପ୍ରାୟ ୨୫୦ଟି ଅତିରିକ୍ତ ବସ୍‌ ସମାନ ଟ୍ରିପ୍‌ ବଢ଼ାଯିବ। ଅଗଷ୍ଟ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଅତିରିକ୍ତ ସେବା ଚାଲିବ। ଲକ୍ଷ୍ନୌ ପାଇଁ ୩୦, ବରେଲି ପାଇଁ ୪୦, ହଲଦ୍ୱାନୀ ପାଇଁ ୧୦, ବଦାୟୁଁ ପାଇଁ ୭୦, ମୈନପୁରୀ ପାଇଁ ୪୪, କାନପୁର ପାଇଁ ୧୬ ଏବଂ ଏଟା-ଆଲିଗଡ଼ ରୁଟ୍‌ରେ ୪୦ଟି ଅତିରିକ୍ତ ଟ୍ରିପ୍‌ ଚଳାଚଳ କରିବ  |

News Comment

You Might Also Like

BACK TO TOP