Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||

17-Aug-2026

ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ୧୦କୋଟି ନିଶା ମୁକ୍ତ ପ୍ରତିଜ୍ଞା ମହା ଅଭିଯାନ

ଓଡିଶା ଜନ ମତ, ବୁଗୁଡ଼ା:୧୭।୮

ଡ. କୁମୁଦ ଚନ୍ଦ୍ର ବେହେରା:-----

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସ୍ଥିତ ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ  ବିଦ୍ୟାଳୟ ଠାରେ ବ୍ରହ୍ମ କୁମାରୀ ଜ୍ଞାନ ବିଜ୍ଞାନ ଭବନ ବୁଗୁଡ଼ାର ମିଳିତ ସହଯୋଗରେ  ୧୦ କୋଟି ନିଶା ମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ବିଦ୍ୟାଳୟର ଆଦର୍ଶ ତଥା ନିଷ୍ଠାପର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ହାଁସଦାଙ୍କ ସଭାପତିତ୍ୱରେ  ଏକ ଦିବସୀୟ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଁ ଶାନ୍ତିର ବୁଗୁଡ଼ା ଶାଖାର ପରିଚାଳିକା ବ୍ରହ୍ମ କୁମାରୀ ବିଷ୍ନୁ ପ୍ରିୟା, ବି କରଡ଼ାବାଡ଼ିର ସଖା ପରିଚାଳିକା ବ୍ରହ୍ମ କୁମାରୀ ଲକ୍ଷ୍ମୀ,ସଂଚାଳିକା ବାସନ୍ତୀ କୁମାରୀ ପ୍ରଧାନ ଓ ବାଲିପଦର ଶାଖା ପରିଚାଳିକା ବ୍ରହ୍ମ କୁମାରୀ ବନିତା, ଅବସର ପ୍ରାପ୍ତ ଶିକ୍ଷକ  ଶ୍ରୀ ବଂଶୀଧର ନାୟକଙ୍କ ସମେତ  ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ନିଶା ଠାରୁ ଦୁରେଇ ରହି ନିଜର ଭବିଷ୍ୟତ ଗଠନ,ସମାଜ ଗଠନ ତଥା ଆଦର୍ଶ ଓ ଆଧ୍ୟାତ୍ମିକ ଜୀବନ ଶୈଳି ଉପରେ  ବକ୍ତବ୍ୟ ପ୍ରଦାନ କରି ଛାତ୍ର ଓ ଛାତ୍ରୀ ମାନ ଙ୍କୁ ଅନୁପ୍ରାଣିତ ହେବାକୁ ଦିଗଦର୍ଶନ ଦେଇଥିଲେ। ବ୍ରହ୍ମକୁମାରୀଙ୍କ ଦ୍ୱାରା ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସମୂହ ସହଯୋଗ ଓ ପରିଚାଳନା କରିଥିଲେ । ଶେଷରେ କ୍ରୀଡ଼ା ଶିକ୍ଷକ ବିଭୁ ପ୍ରସାଦ ନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ  ।

News Comment

You Might Also Like

BACK TO TOP