Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |

18-Aug-2026

ଚଢିଆପଡା ଠାରେ 2 ମାସ ହେଲା ପାନୀୟ ଜଳ ଠପ l

ଓଡିଶା ଜନମତ, ବେଗୁନିଆପଡା : 18/08/26 :

ଭଞ୍ଜ କିଶୋର ମହାରଣା l

ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦକୋଟ ପଞ୍ଚାୟତର ଚଢିଆପଡା ଗ୍ରାମର ବାଉରୀ ସାହି ୱାର୍ଡ ନଂ -1 ରେ ଦୁଇମାସ ହେଲା ପାଇପରେ ପାନୀୟ ଜଳ ନଆସିବା ନେଇ ଗ୍ରାମବାସୀ ମାନେ ବିଡ଼ିଓ ସୁଲିଲ କୁମାର ସାମନ୍ତଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ସୂଚନା ଅନୁଯାୟୀ ଛାଡିଆପଡା ଗ୍ରାମର ବାଉରୀ ସାହିରେ ଦୁଇବର୍ଷ ହେଲା ପାଇପ ଯୋଗେ ପାନୀୟ ଜଳ ଆସୁଥିଲା l କିନ୍ତୁ ଗତ ଦୁଇମାସ ହେଲା ଜଳଯୋଗଣ ସମ୍ପୂର୍ଣ ବନ୍ଦ ହୋଇପଡିଛି l ଅନ୍ୟୋନପାୟ ବାଧ୍ୟ ହୋଇ ଦୂଷିତ ପାଣି ପିଇବାକୁ ବାଧ୍ୟହେଉଛୁ ବୋଲି ସାହିବାସୀମାନେ ବିଡ଼ିଓଙ୍କୁ ଗୁହାରି କରିଛନ୍ତି l ଫଳରେ ଦୂଷିତ ପାଣି ପିଇ ସଂକ୍ରାମକ ରୋଗର ଶିକାର ହେବାର ଯଥେଷ୍ଟ ସମ୍ଭାବନା ରହିଛି l  ଏସମ୍ପର୍କରେ ବେଗୁନିଆପଡା ଗ୍ରାମ୍ୟ ଜଳଯୋଗଣ ଏବଂ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ମମତା ପଣ୍ଡା ଏବଂ ଶୁଭଶ୍ରୀ ମହାରଣାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ l ଉଭୟେ ଫୋନ ଉଠାଇନଥିଲେ l

News Comment

You Might Also Like

BACK TO TOP