Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |

18-Aug-2026

ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ଏଗାର ଦଫା ନେଇ ଜିଲ୍ଲାପାଳ ଙ୍କ  କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ।

ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ.....
ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଭାରତୀୟ ମଜଦୁର ସଙ୍ଘ କେନ୍ଦ୍ରୀୟ କମିଟି ନିଷ୍ପତ୍ତି କ୍ରମେ ଅଙ୍ଗନବାଡି ଏବଂ ଆଶା କର୍ମୀ ମାନଙ୍କୁ ସଂମ୍ମାନଜନିତ ବେତନ ପ୍ରଦାନ କରିବା, ପ୍ରସୂତି କାଳୀନ ଛୁଟି ପ୍ରଦାନ ସହିତ ପୂର୍ଣ୍ଣ ମାନ ଦେୟ ପ୍ରଦାନ କରିବା, ଦରମା ବୃଦ୍ଧି କରିବା, ସମାନ କାର୍ଯ୍ୟ କୁ ସମାନ ଦରମା ପ୍ରଦାନ କରିବା, ସର୍ବନିମ୍ନ ମଜୁରୀ ତିରିଶି ହଜାର ଟଙ୍କା ପ୍ରଦାନ କରିବା, ପୁରୁଣା ପେନସନ ଯୋଜନା ର ପୁନଃ ପ୍ରଚଳନ କରିବା, ଶ୍ରମ ବିରୋଧୀ ନିୟମ କୁ ହଟାଇବା, ବେଆଇନ ଛଟେଇ ପ୍ରତ୍ୟାହାର କରି ପୁନଃ ନିଯୁକ୍ତି ପ୍ରଦାନ କରିବା ଆଦି ଏଗାର ଦଫା ଦାବି ନେଇ  ଜଗତସିଂହପୁର ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମୁଖ ରେ ବଡ଼ ଧରଣର ବିକ୍ଷୋଭ ପଦର୍ଶନ କରାଯାଇଥିଲା। ଏହି ପରିପ୍ରେକ୍ଷୀ ରେ ହଜାର ହଜାର କାର୍ଯ୍ୟକର୍ତା ସ୍ଥାନୀୟ କଲେଜ ଛକ ନିକଟରୁ ଏକ ପ୍ରତିବାଦ ଶୋଭାଯାତ୍ରା ରେ ବଜାର ପରିକ୍ରମା କରି ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରିଥିଲେ।  ଭାରତୀୟ ମଜଦୁର ସଙ୍ଘ ଜଗତସିଂହପୁର ଜ଼ିଲ୍ଲା କାର୍ଯ୍ୟକାରୀ ସଭାପତି ଅକ୍ଷୟ କୁମାର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା ସଭାପତି ଅବିନାଶ ଦାସ, ଉପ ସଭାପତି ଗଗନ ବିହାରୀ ଲେଙ୍କା, ସାଧାରଣ ସମ୍ପାଦକ ବଟକୃଷ୍ଣ ରାଉତ, ସାଧାରଣ ସମ୍ପାଦକ ଶ୍ରୀକାନ୍ତ ରାୟ ରାଜ୍ୟ ମହିଳା ନେତ୍ରୀ ଯୋଗମାୟା ନନ୍ଦ, ପ୍ରତିମା ବେହେରା, ମୀନାରାଣୀ ଗୋଛାୟତ ଓ ନିବେଦିତା ରାଉତ ପ୍ରମୁଖ ଯୋଗଦେଇ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କୁ କଟୁ ସମାଲୋଚନା କରିଥିଲେ। ଶେଷରେ ସଂଗଠନ ର କର୍ମକର୍ତା ଜ଼ିଲ୍ଲାପାଳ ଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

News Comment

You Might Also Like

BACK TO TOP