Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡

19-Aug-2026

 ଏକତରଫା ପ୍ରେମରେ ପରିବାରର ୫ ଜଣଙ୍କୁ ହାଣି ପକାଇଲା ବିଫଳ ପ୍ରେମିକ |

ଓଡିଶା ଜନ ମତ ବ୍ୟୁରୋ, 

ଏକ ତରଫା ପ୍ରେମିକ, ପ୍ରେମିକା ମାନେ ଯେତେବେଳେ ସେମାନଙ୍କ ପ୍ରେମରେ ବିଫଳ ହୋଇ ଯାଆନ୍ତି ତେବେ ସେମାନେ ପ୍ରତିଶୋଧ  ପରାୟଣ ହୋଇ କିଛିନା କିଛି ଅପରାଧିକ କାର୍ଯ୍ୟ କରିବସନ୍ତି ସେପରି ଏକ ବିଫଳ ପ୍ରେମିକର ଉନ୍ମତ୍ତକାଣ୍ଡ । ଏକତରଫା ପ୍ରେମ ଏବଂ ବିବାଦ ପରେ ଭଲ ପାଉଥିବା ଯୁବତୀଙ୍କ ପରିବାରର ଯାହାକୁ ଦେଖିଲା, ହାଣି ଚାଲିଲା । ସୋର ଔପଦା ଅଞ୍ଚଳରେ ଏକତରଫା ପ୍ରେମକୁ କେନ୍ଦ୍ର କରି ଘଟିଛି ଏକ ଭୟଙ୍କର ଆକ୍ରମଣ । ଜଣେ ବିଫଳ ପ୍ରେମିକର ଉନ୍ମତ୍ତକାଣ୍ଡ ଯୋଗୁଁ ଶିକ୍ଷୟିତ୍ରୀଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଭୁଜାଲି ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି ।

ଔପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ତଥା ପାଟପୁର ଗାଁର ସୁଚିସ୍ମିତା ସେଠୀଙ୍କୁ ସ୍ଥାନୀୟ ଯୁବକ ପୃଥ୍ୱୀରାଜ କର ୨୦୨୨ ମସିହାରୁ ଏକତରଫା ପ୍ରେମ କରିଆସୁଥିଲା । ଏହାକୁ ନେଇ ଦୀର୍ଘଦିନ ଧରି ଦୁଇ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା । ସୁଚିସ୍ମିତାଙ୍କ ପରିବାର ପକ୍ଷରୁ ଏନେଇ ବିଭିନ୍ନ ସ୍ଥାନରେ ଅଭିଯୋଗ ମଧ୍ୟ କରାଯାଇଥିଲା । ଅଭିଯୋଗ ଆଧାରରେ ଶିକ୍ଷା ବିଭାଗ ପୃଥ୍ୱୀରାଜଙ୍କୁ ସସ୍‌ପେଣ୍ଡ ମଧ୍ୟ କରିଥିବା ଜଣାପଡ଼ିଛି ।

ନିଲମ୍ବନ କାର୍ଯ୍ୟାନୁଷ୍ଠାନରେ ଉତକ୍ଷିପ୍ତ ହୋଇ ପୃଥ୍ୱୀରାଜ ଆଜି ଏକ ଧାରୁଆ ଭୁଜାଲି ଧରି ସୁଚିସ୍ମିତାଙ୍କ ଘରେ ପଶି ଆକ୍ରମଣ କରିଥିଲେ । ଆକ୍ରମଣରେ ସୁଚିସ୍ମିତା ସେଠୀ (ଶିକ୍ଷୟିତ୍ରୀ), ବାପା କୃଷ୍ଣ ସେଠୀ, ମାଆ ପ୍ରଭାସିନୀ ସେଠୀ, ଜେଜେବାପା ବାବାଜୀ ସେଠୀ, ଭାଇ ଜ୍ୟୋତିର୍ମୟ ସେଠୀ ଗୁରୁତର ଆହତ ହୋଇଛନ୍ତି ।

ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ସମସ୍ତ ଗୁରୁତର ଆହତଙ୍କୁ ଔପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପରବର୍ତ୍ତୀ ସମୟରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତ ପୃଥ୍ୱୀରାଜ କରକୁ ସ୍ଥାନୀୟ ଲୋକ କାବୁ କରି ପୋଲିସ ଜିମା ଦେଇଛନ୍ତି । ପୋଲିସ ପୂରା ଘଟଣାର ତଦନ୍ତ ଆରମ୍ଭ କରିଛି ।

News Comment

You Might Also Like

BACK TO TOP