Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |

19-Aug-2026

ଜଳସେଚନ ସମସ୍ୟା ନେଇ ମିଳିତ ଗ୍ରାମବାସୀଙ୍କ ତହସିଲଦାରଙ୍କୁ ଦାବିପତ୍ର l

ଓଡିଶା ଜନମତ,କୋଦଳା : 18/08/26 :

ନରେନ୍ଦ୍ର ନାଥ ଗୌଡ଼ l

କେନାଲ ନାଳରେ ପାଣି ନଆସିବା ଏବଂ ଜଳସେଚନ ସମସ୍ୟା ନେଇ ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଧିନସ୍ଥ ଫାସି, ବିଲିପଡ଼ା ଓ ନାଠୁଳି ରଘୁନାଥପୁର ଗ୍ରାମବାସୀ ଚାଷୀମାନେ ମିଳିତ ହୋଇ ମଙ୍ଗଳବାର ଦିନ କୋଦଳା ତହସିଲଦାର ବିନ୍ଦୁ ବଳୟ ରାଉତରାୟଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ପ୍ରାପ୍ତ ସୂଚନାରୁ ପ୍ରକାଶ ଉପରୋକ୍ତ ଗ୍ରାମ ଗୁଡିକରେ ପ୍ରାୟ 1000 ଏକରରୁ ଉର୍ଦ୍ଧ ଜମି ଚାଷ ଜମି ଅଛି l ଚଳିତ ଧାନ ଫସଲ ପାଇଁ ଚାଷୀମାନେ ଜଗତା କେନାଲ ଉପରେ ନିର୍ଭର କରନ୍ତି l କିନ୍ତୁ ଉପର ମୁଣ୍ଡେ ଥିବା ଫାସି ଗ୍ରାମର ଦୋକାନୀ ମାନେ କେନାଲ ନାଳ ଉପରେ ଆବର୍ଜନା ପକାଇ ନାଳକୁ ଜାମ କରୁଥିବା ଚାଷୀମାନେ ଅଭିଯୋଗ ଅଭିଯୋଗ କରିଛନ୍ତି l ନାଳ ଜାମ ଯୋଗୁଁ ଚାଷୀଙ୍କ ଜମିରେ ପାଣିର ଅଭାବରେ ଫସଲ ହାନି ହୋଇ ନାନାଦି ସମସ୍ୟାର ସମୁଖୀନ ହେଉଛନ୍ତି l ତେଣୁ ଚାଷୀଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରି ଜମିକୁ ପାଣିର ସୁବିଧା କରାଇବାକୁ କୋଦଳା ତହସିଲଦାର ଶ୍ରୀ ରାଉତରାୟଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l

News Comment

You Might Also Like

BACK TO TOP