Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |

19-Aug-2026

ଡ୍ରଗ୍ ଟେଷ୍ଟରେ ପଜିଟିଭ୍ ଆଉ ଦୁଇ ଏୟାର ଇଣ୍ଡିଆ ପାଇଲଟ୍ |

ଓଡିଶା ଜନ ମତ ବ୍ୟୁରୋ,

ଡ୍ରଗ ଟେଷ୍ଟ ରେ ଏଇର ଇଣ୍ଡିଆ ର ଦୁଇ ପାଇଲେଟ | ଏୟାର ଇଣ୍ଡିଆର ସଙ୍କଟ ଶେଷ ହେବାର ନା ଧରୁନି। ଏୟାର ଇଣ୍ଡିଆର ଏକ ବିମାନ ଟର୍ବୁଲାନ୍ସ ଘଟଣା ପରେ, ପାଇଲଟ୍‌ଙ୍କ ବ୍ୟବସ୍ଥାକୁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ଏବେ ଆଉ ଦୁଇ ଜଣ ପାଇଲଟ୍‌ଙ୍କର ଡ୍ରଗ୍ ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି। ଏହି ଦୁଇ ପାଇଲଟ୍‌ଙ୍କ ଚୂଡ଼ାନ୍ତ ପରୀକ୍ଷା ଫଳାଫଳ ଅପେକ୍ଷାରେ ଥିବା ବେଳେ, ଚୂଡ଼ାନ୍ତ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସେମାନଙ୍କୁ ଡ୍ୟୁଟି ତଥା ଫ୍ଲାଇଟ୍ ରୋଷ୍ଟରରୁ ହଟାଇ ଦିଆଯାଇଛି।
ପ୍ରାରମ୍ଭିକ ଡ୍ରଗ୍ ପରୀକ୍ଷାରେ ଦୁଇ ପାଇଲଟ୍‌ଙ୍କର ନମୁନା ପରୀକ୍ଷା ପଜିଟିଭ୍ ଆସିଛି। ଚୂଡ଼ାନ୍ତ ପରୀକ୍ଷଣ ରିପୋର୍ଟ ଆସିବାକୁ ୨୪ ରୁ ୪୮ ଘଣ୍ଟା କିମ୍ବା ତା’ଠାରୁ ଅଧିକ ସମୟ ଲାଗିପାରେ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ହିଁ ଦୁଇ ପାଇଲଟ୍‌ଙ୍କ ବିରୋଧରେ ପରବର୍ତ୍ତୀ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯିବ ତାହା ସ୍ପଷ୍ଟ ହେବ। ଇତିମଧ୍ୟରେ ଏୟାର ଇଣ୍ଡିଆରେ କାର୍ଯ୍ୟରତ ୫ ହଜାରରୁ ଅଧିକ ପାଇଲଟ୍‌ଙ୍କ ମଧ୍ୟରୁ ୩୦୦ରୁ ଅଧିକ ପାଇଲଟ୍‌ଙ୍କର ଡ୍ରଗ୍ ପରୀକ୍ଷା କରାଯାଇଛି।
ପୂର୍ବରୁ, ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ଟର୍ବୁଲାନ୍ସର ସମ୍ମୁଖୀନ ହେବା ପରେ, ଏୟାର ଇଣ୍ଡିଆ କହିଥିଲା ​​ଯେ, ସମସ୍ତ ପାଇଲଟ୍‌ଙ୍କ ପାଇଁ ଡ୍ରଗ୍ ପରୀକ୍ଷା କରାଯିବ।

News Comment

You Might Also Like

BACK TO TOP