Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |

20-Aug-2026

 ହାତୀ ଦାନ୍ତ ଜବତସହ ୪ଅଭିଯୁକ୍  ଗିରଫ କଲା  ମହା ବିରୋଡ଼ ରେଞ୍ଜ ଅଫିସ |

ଓଡିଶା  ଜନ ମତ ବ୍ୟୁରୋ, 

 ଅପରାଧୀ ମାନେ ବିଭିନ୍ନ ଉପାୟରେ ଅପରାଧିକ କାର୍ଯ୍ୟ କରିବାଜୁ ସବୁପ୍ରକାର  କଳା, କୌଶଳ ପ୍ରୟୋଗ  କର ତାଙ୍କ ଅପରାଧି କାର୍ଯ୍ ହାସ କରିଥାନ୍ତ |ଏପର ଗୋଟି ଅପରାଧି ଘଟଣ ଘଟିଛ, v କଙ୍କଡ଼ାହାଡ଼ ବ୍ଲକରେ   ଦୁଇଟି ହାତୀ ଦାନ୍ତ ଜବତ ସହ ୪ ଜଣଙ୍କୁ ଗିରଫ କରିଛି ବନ ବିଭାଗ। ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଟମ୍ପେଇ ଗାଁ ନିକଟ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରୁ ଗତ ଅଗଷ୍ଟ ୧୦ ତାରିଖରେ ଏକ ଗଳିତ ଶିଶୁ ହାତୀର କଙ୍କାଳ ଉଦ୍ଧାର କରାଯାଇଥିଲା। ହାତୀଟିର ମୃତ୍ୟୁର କାରଣ ସେତେବେଳେ ଅସ୍ପଷ୍ଟ ଥିବା ବେଳେ ଦାନ୍ତ ଚୋରି ହୋଇଥିବା ନେଇ ବନ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଥିଲା।ଡିଏଫଓ ଲଳିତ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ମହାବିରୋଡ ରେଞ୍ଜର ସୁଶାନ୍ତ କୁମାର ପାତ୍ର ଓ ତାଙ୍କ ଟିମ୍ ଘଟଣାର ତଦନ୍ତ କରି ୪ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ମହାବିରୋଡ ଥାନା ଟମ୍ପେଇ ଗାଁର ସନାତନ ନାଏକ, ଲକ୍ଷ୍ମୀଧର ନାଏକ, କୁବେର ସିଂହ ଏବଂ ବାଘମୁଣ୍ଡା ଗାଁର ସିପୁନ ପାତ୍ର।ସେମାନଙ୍କ ନିକଟରୁ ୨ଟି ହାତୀ ଦାନ୍ତ ଜବତ କରାଯାଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହାତୀର ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଡିଏଫଓ ଲଳିତ କୁମାର ପାତ୍ର ସୂଚନା ଦେଇଛନ୍ତିl କାମାକ୍ଷାନଗର ଜିରିଡାମାଳି କାର୍ଯ୍ୟାଳୟରେ ଆୟୋଜିତ ପ୍ରେସମିଟ୍‌ରେ ଡିଏଫଓ ଏହି ସୂଚନା ଦେଇଥିଲେ। ପ୍ରେସମିଟ୍‌ରେ ଡିଏଫଓଙ୍କ ସମେତ ଏସିଏଫ, ରେଞ୍ଜର ଓ ବନ ବିଭାଗର ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP