Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |

20-Aug-2026

କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ   ଶିକାରୀକ  କୋର୍ଟ ଚାଲାଣ

ଓଡିଶା ଜନ ମତ ବ୍ୟୁରୋ, 

ଢେଙ୍କାନାଳ ଜିଲ୍ଲା ବନଖଣ୍ଡଖଣ୍ଡ ଅଧୀନ ହିନ୍ଦୋଳ ବନାଞ୍ଚଳରେ କରେଣ୍ଟ ଯୋଗେ ହାତୀ ମରିବା ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ କରିଛି ବନବିଭାଗ।ପ୍ରକାଶ ହିନ୍ଦୋଳ ବନାଞ୍ଚଳ ଅଧୀନ ବିମ୍ବୋରୀ ସେକ୍ସନ ଇଶ୍ବରାପାଳ ଗ୍ରାମ ନିକଟରୁ ପ୍ରାୟ ଦୁଇକିମି ଦୂର ଏକ କାଜୁ ଜଙ୍ଗଲରେ ଏକ ହାତୀ ମରି ପଡିଥିବାର ଖବରପାଇ ହିନ୍ଦୋଳ ବନାଞ୍ଚଳ ଅଧିକାରୀ ତ୍ରିଲୋଚନ ଦେହୁରୀଙ୍କ ନେତୃତ୍ୱରେ ବନବିଭାଗ ଟିମ ଯାଇ ଉଦ୍ଧାର କରି ତଦନ୍ତ କରିଥିଲେ ।ତେବେ ପ୍ରାଥମିକ ତଦନ୍ତରେ ଜନ୍ତୁ ଶୀକାର ପାଇଁ ବିଛା ଯାଇଥିଵା ବିଦ୍ୟୂତ ତାର ସଂସ୍ପର୍ଶରେରେ ଆସି ହାତୀ ର ମୃତ୍ୟୁ ହୋଇ ଥିବାର ସୂଚନା ମିଳିଥିବାବେଳେ ସେହି ଅଞ୍ଚଳର  ଶ୍ରୀଧର ପାତ୍ରଙ୍କ ପୁଅ ଦୁର୍ଦ୍ଧାନ୍ତ ଶିକାରୀ ସନାତନ ପାତ୍ର(୨୮)କୁ ଗିରଫ କରି ଆଜି ହାତୀମାରିବା ଅଭିଯୋଗରେ ବନ୍ୟଜନ୍ତୁ ଶିକାର କେଶ ନଂ ୦୭/୨୦୨୬ରେ କୋର୍ଟ ଚାଲାଣ କରିଛନ୍ତି। ତେବେ ଜଙ୍ଗଲ ଜନ୍ତୁ ଶିକାରୀ ଓ କାଠ ମାଫିଆଙ୍କ ଅପରାଧ ଦୃଢ଼ ହସ୍ତରେ ଦମନ କରାଯିବ ବୋଲି ହିନ୍ଦୋଳ ବନାଞ୍ଚଳ ଅଧିକାରୀ(ରେଞ୍ଜର) ତ୍ରିଲୋଚନ ଦେହୁରୀ କହିଛନ୍ତି ||

News Comment

You Might Also Like

BACK TO TOP