Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |

20-Aug-2026

ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ | 

 ଓଡିଶା ଜନ ମତ,ବଡ଼ ଗଡ଼, ମନୋହର ଦାଶ :----

ବିଜେପୁର-ପଦ୍ମପୁର ରାସ୍ତାର ପହଣ୍ଡି ଗ୍ରାମ ନିକଟରେ ଗୁରୁବାର ସନ୍ଧ୍ୟାରେ ଏକ ଲୁଟ୍‌ ଓ ଆକ୍ରମଣ ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ତିନିଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ରାସ୍ତା ପଚାରିବା ବାହାନାରେ ମହିଳାଙ୍କଠାରୁ ସୁନା ଗହଣା ଲୁଟ୍‌ କରିବା ସହ ଭୁଜାଲି ଦେଖାଇ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।ଅଭିଯୋଗ ଅନୁସାରେ, ଦୁର୍ବୃତ୍ତମାନେ ପଦ୍ମପୁର ଯିବା ରାସ୍ତା ପଚାରିବା ପରେ ଜଣେ ମହିଳାଙ୍କ ଶାଢ଼ୀ ଟାଣିଥିଲେ। ପରେ ଭୁଜାଲି ଦେଖାଇ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି।ଲୁଟ୍‌କୁ ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ଭୁଜାଲିରେ ଆକ୍ରମଣ କରିଥିବା ଜଣାପଡ଼ିଛି।ଘଟଣାରେ ୩ ଜଣ ଆହତ ହୋଇଥିବାବେଳେ, ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି।ଆହତମାନେ ଝିର୍ଲି ଗ୍ରାମର ବୋଲି ପ୍ରାଥମିକ ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ବିଜେପୁର ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ଚିକିତ୍ସା ଚାଲିଛି।ଏ ସମ୍ପର୍କରେ ବିଜେପୁର ଥାନା ଅଧିକାରୀ ସୁଶାନ୍ତ ମଣି ମହାନ୍ତିଙ୍କ ସହ ଯୋଗାଯୋଗ କରିବାରୁ, ଘଟଣାର ଛାନ୍‌ଭିନ୍‌ ଚାଲିଥିବା ସେ ସୂଚନା ଦେଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ସନ୍ଧ୍ୟା ପ୍ରାୟ ୭ଟାରୁ ୮ଟା ମଧ୍ୟରେ ଏହି ଘଟଣା ଘଟିଥିବା ଥାନା ଅଧିକାରୀ କହିଛନ୍ତି।ତେବେ କେତେ ପରିମାଣର ସୁନା ଲୁଟ୍‌ ହୋଇଛି ଏବଂ ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତମାନେ କିଏ, ସେନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଘଟଣା ପରେ ପହଣ୍ଡି ଓ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP