Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |

20-Aug-2026

ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର l

ଓଡିଶା ଜନମତ,କୋଦଳା,20/08/26 :

ନରେନ୍ଦ୍ର ନାଥ ଗୌଡ଼ l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଇନାମ ବେଲପଡା ପାକ୍ସର ଗୋପୀନାଥ କୃଷକ ସଂଘ ବିଭିନ୍ନ ସମସ୍ୟା ନେଇ ଗୁରୁବାର ଦିନ ଜିଲ୍ଲାପାଳ ଉଦେଶ୍ୟରେ କୋଦଳା ତହସିଲଦାର ବିନ୍ଦୁ ବଳୟ ରାଉତରାୟଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ଦାବି ମୁତାବକ ପ୍ରଥମେ ଜମି ବାବଦ ରାଜସ୍ବ କର ଦେବାରେ ସମ୍ପୃକ୍ତ ଆରଆଇ ରସିଦ ବହି ନଥିବା ଦର୍ଶାଇ କର ନେବାକୁ ମନା କରୁଛନ୍ତି l ଫଳରେ ବିନା ରସିଦରେ ଚାଷୀ ପଞ୍ଜିକରଣ ହୋଇପାରୁନାହିଁ ଏବଂ ବାହାରେ କମ ଦାମରେ ଆଦାୟ ବିକିବାକୁ ବାଧ୍ୟ ହେଉଛନ୍ତି l ଦ୍ଵିତୀୟରେ ଚାଷୀମାନେ ଠିକରେ ସାର ପାଇପାରୁନାହାନ୍ତି l ତେଣୁ ପାକ୍ସ ମାଧ୍ୟମରେ ସାର ଯୋଗାଇଦେବାକୁ କୃଷକ ସଙ୍ଘ ଦାବିକରିଛନ୍ତି l ତୃତୀୟ ଦାବି ହେଲା ଚାଷୀ ପଞ୍ଜିକରଣ ସମୟସିମା ବୃଦ୍ଧି କରାଯାଉ l କାରଣ ଏବର୍ଷ ଆଜିସୁଦ୍ଧା କେବଳ 38 ଜଣ ଚାଷୀ ପଞ୍ଜିକରଣ କରିଛନ୍ତି ଏବଂ ଅନ୍ୟୁନ 450 ଜଣ ଚାଷୀଙ୍କର  ପଞ୍ଜିକରଣ ହେବାକୁ ବାକି ଅଛି l ସଂସାରକୁ ଚାଷୀମାନେ ହିଁ ଏହାର ଯୋଗାନ୍ତି l ତେଣୁ ଚାଷୀଙ୍କ ସମସ୍ୟା ଶୀଘ୍ର ସମାଧାନ କରିବାକୁ ତହସିଲଦାରଙ୍କ ଆଗରେ ଗୁହାରି କରିଛନ୍ତି l ଏସମ୍ପର୍କରେ କୋଦଳା ତହସିଲଦାର ଶ୍ରୀ ରାଉତଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସମସ୍ୟା ସମ୍ବନ୍ଧରେ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି l "ମୋ ଦ୍ୱାରା ଯେତିକି ସମ୍ଭବ ସମ୍ବନ୍ଧିତ ଅଧିକାରୀଙ୍କୁ ଡାକି ସମାଧାନ କରିବି" ବୋଲି ଶ୍ରୀ ରାଉତରାୟ ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP