Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |

20-Aug-2026

ମଠ ବରିଡା ଗ୍ରାମବାସୀଙ୍କ ତରଫରୁ ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ l

ଓଡିଶା ଜନମତ,ବେଗୁନିଆପଡା : 20/08/26 :

ଭଞ୍ଜ କିଶୋର ମହାରଣା l

ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଏସ ଛଚିନା ପଞ୍ଚାୟତର ମଠ ବରିଡା ଗ୍ରାମର ବିଭିନ୍ନ ଅସୁବିଧା ନେଇ ଗ୍ରାମବାସୀ  ବିଡ଼ିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଯାନ୍ତ୍ତିକ ତ୍ରୁଟି ଯୋଗୁଁ ପିଇବା ପାଣି ଯୋଗାଣ ବନ୍ଦ, ରାସ୍ତା ପାର୍ଶ୍ୱ ଆଲୋକିତ ନ ହେବା, ପ୍ରାଥମିକ ବିଦ୍ୟାଳୟର ମରାମତି ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନହେବା ଆଦି ଦାବିକରି ଏହି ଦାବିପତ୍ର ପ୍ରଦାନ କରାଯାଇଛି ଓ ଏହାର ତୁରନ୍ତ ସମାଧାନ ପାଇଁ ମଧ୍ୟ ଦାବୀ କରାଯାଇଛି l ଏସମ୍ପର୍କରେ ବେଗୁନିଆପଡା ବିଡ଼ିଓ ସୁଲିଲ କୁମାରଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସମସ୍ୟା ସ୍ୱୀକାର କରିବାସହ ସମାଧାନ କରିବାକୁ କହିଥିଲେ l ଆରଡବ୍ଲୁଏସଏସ ସହକାରୀ ଯନ୍ତ୍ରୀ ଫୋନ ରିସିଭ କରିନାହାନ୍ତି l

News Comment

You Might Also Like

BACK TO TOP