Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||

21-Aug-2026

ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ |

ଓଡିଶା ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ, 

ଗ କାଲ  ସନ୍ଧ୍ୟା ରେ  ବିଧାନ ସଭା ଗୃହ କମିଟି ର ଅଧକ୍ଷ ତଥା କଣ୍ଟା ବାଞ୍ଜି ବିଧାୟକ ଲକ୍ଷଣ ବାଗ ଓ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ, ଖଣ୍ଡ ପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ  ମନ୍ଦିର ରେ ପହଞ୍ଚି  ଥିଲେ | ତାଙ୍କୁ ସ୍ୱାଗତ କରିବା ପାଇଁ ଗଞ୍ଜାମ ଜିଲ୍ଲା ପାଳ ଭି କୀର୍ତ୍ତି ଭାସନ, ପିଡି ସମୀର କୁମାର ଜେନା,  ଛତ୍ରପୁର ଉପଜିଲ୍ଲାପାଳ ସୁଭାଶିଷ ବରାଳ,  ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ଏଟିଓ ପି ଦେବାଶିଷ ମହାପାତ୍ର, ପୁରୁଷୋତ୍ତମପୁର ଏସଡ଼ି ପିଓ  ସୁଜିତ କୁମାର ନାୟକ,  ପୁରୁଷୋତ୍ତମପୁର ଆଇ ଆଇ ସି  କୂଳମଣି ସେଠୀ, ଓଷ୍ଟାଫ, ମନ୍ଦିର ପୂର୍ତ୍ତ ବିଭାଗ ଏସଡ଼ିଓ ସୁରେଶ କୁମାର ମିଶ୍ର,  ମନ୍ଦିର ସେବାୟତ ବାପୁଜୀ ରଣା, ରାଇପୁର ଆରଇ ଭଗବାନ ବେହେରା ଓ ଷ୍ଟାଫ, ସମସ୍ତ ସେବାୟତ ଅତିଥି ମାନଙ୍କୁ ପୁଷ୍ପ ଗୁଛ ଏବଂ ଉତ୍ତରୀୟ ଦେଇ  ସ୍ୱାଗତ କରିଥିଲେ ଓ ସେବାୟତ ବାପୁଜୀ ମନ୍ଦିର ଭିତରେ  ମାଆଙ୍କୁ ଦର୍ଶନ କରି ତାଙ୍କରି ଆଶୀର୍ବାଦ ଭିକ୍ଷା କରିଥିଲେ | ଜିଲ୍ଲାପାଳ  ଅତିଥି ମାନଙ୍କୁ ସେମାନଙ୍କୁ ମନ୍ଦିର ର ବିଭିନ୍ନ ଉନ୍ନତି କାରୁକାର୍ଯ୍ୟ ଓ କାମ ବିଷୟରେ ବୁଝାଇ ଥିଲେ ଏବଂ ସେମାନଙ୍କୁ ବିଭିନ୍ନ ମେପ ଦେଖାଇ ଥିଲେ |  ସେମାନେ ଆଜି ଯେଉଁ ସଦସ୍ୟ ମାନେ ଗଞ୍ଜାମ ଜିଲ୍ଲା ର ବିଭିନ୍ନ କାର୍ଯ୍ୟ କୁ ଅନୁଧାନ ଓ ପରିଦର୍ଶନ କରିବାକୁ  ଆସି ବହୁତ ଖୁସି ଏବଂ ମାଆ ଙ୍କୁ  ଦର୍ଶନ କରି  ବହୁତ ଖୁସି ଥିବାର  କହିଛନ୍ତି |

News Comment

You Might Also Like

BACK TO TOP