Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |

21-Aug-2026

ଯାତ୍ରୀବାହି ବସ ଓ ବାଇକ ମୁହାଁମୁହିଁ ଧକ୍କା,ଯୁବକ ମୃତ ।
ଗଂଜାମ ଜିଲ୍ଲା :ଜଗନ୍ନାଥ ପ୍ରସାଦ ଥାନା ଚୋପରା ପାଣିଟାଙ୍କି ନିକଟରେ ଆଜି ଅପରାହ୍ନ ୫ଟା ସମୟରେ ଘରୋଇ ଯାତ୍ରୀବାହି ଶୁଭମ ବସ ସହିତ ପଲସର ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତକ ଜଣକ ଛାମୁଣ୍ଡା ଗ୍ରାମ ବାରିସାହିର ସ୍ବର୍ଗତ ବିନୋଦ ପ୍ରଧାନଙ୍କ ତୃତୀୟ ପୁଅ ଆଲୋକ ପ୍ରଧାନ (୨୮) l ସେ ଗୁଜୁରାଟ ସହରର ଘରୋଇ କମ୍ପାନୀରେ କାମ କରୁଥିଲେ l ବାପାଙ୍କ ବର୍ଷିକିଆ କାମ ପାଇଁ ଗାଁକୁ ଆସିଥିଲେ l ଆଜି ମୃତ ଆଲୋକ ଅପରାହ୍ନରେ କୌଣସି କାମ ପାଇଁ ନିଜ ପଲସର ବାଇକ (ଓଡି୩୨ଜି୩୯୫୭) ଯୋଗେ ଜଗନ୍ନାଥ ପ୍ରସାଦ ଆସୁଥିବା ବେଳେ ଯାତ୍ରୀବାହି ଶୁଭମ ନାମକ ବସ (ଓଡି୨୫ଡି୫୫୫୬)ଟି ଭୁବନେଶ୍ୱରରୁ ଛାମୁଣ୍ଡା ଦେଇ ଭଞ୍ଜନଗର ଯାଉଥିଲା l ବୁଲାଣି ଠାରେ ଆଲୋକ ଧରିଥିବା ପଲସର ବାଇକଟି ବସର ସମ୍ମୁଖ ଭାଗରେ ପିଟି ହୋଇ ତଳେ ପଡ଼ିଥିଲେ l ସ୍ଥାନୀୟ ଲୋକ ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ l ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ l ଖବର ପାଇ ସ୍ଥାନୀୟ ପୋଲିସ ପହଂଚି ଯାତ୍ରୀବାହି ବସ ଓ ବାଇକକୁ ଜବତ କରିଛି l କେସ ନମ୍ବର ୩୨୬ ପ୍ରକାରେ ମାମଲା ରୁଜୁ କରି ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇ ଥିବା ତଦନ୍ତକାରି ଅଧିକାରୀ ଏଏସଆଇ ପ୍ରିୟରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି l ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP