Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |

22-Aug-2026

କ୍ଷେତ ମୁଣ୍ଡୁଳି -ଚିରି କୁପା ରାସ୍ତାରେ ୨ କଲରାପତରିଆ ବାଘ ଛୁଆ |

ଓଡିଶା ଜନ ମତ ବ୍ୟୁରୋ,

 ପୁଣି କଲରା ପାତାରିଆ ବାଘ ଛୁଆ ଦେଖିବାର ଶୁଣି ଥିବାରୁ ଅଞ୍ଚଳ ବାସୀଙ୍କ ମନରେ ଭୟର ବାତା ବରଣ ଦେଖିବାକୁ ମିଳିଛି ||ଘଟଣାଟି ଘଟିଛି ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଛି। ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ଯକ୍ଷ ନୀଳାଞ୍ଚଳ ଖିଲାର ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ସମୟରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି କ୍ଷେତମୁଣ୍ଡଳିସ୍ଥିତ ନିଜ ଘରକୁ କାର ଯୋଗେ ଫେରୁଥିଲେ। ଏହି ସମୟରେ ଉକ୍ତ ଅଞ୍ଚଳରେ ବାଘ ଚଳପ୍ରଚଳ କରୁଥିବା ଜାଣି ସେ ନିଜ ମୋବାଇଲ୍ ଫୋନ୍‌ରେ ଦୃଶ୍ୟ ରେକର୍ଡ କରୁଥିଲେ। ହଠାତ୍ ତାଙ୍କ ଗାଡ଼ି ସମ୍ମୁଖ ଦେଇ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା ପାର ହୋଇ ଜଙ୍ଗଲ ଆଡ଼କୁ ଚାଲିଯାଇଥିବା ଜଣା ଣାପଡ଼ିଛି। ଘଟଣାଟି ସେ ନିଜ ମୋବାଇଲ୍‌ରେ ରେକର୍ଡ କରିଥିବା କୁହାଯାଉଛି। ଘଟଣା
ସମ୍ପର୍କରେ ଖବର ପାଇବା ପରେ ବନ ବିଭାଗର କର୍ମଚାରୀଙ୍କ ସହ ରେଞ୍ଜର ପୃଥୀରାଜ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ନିକଟସ୍ଥ ଜଙ୍ଗଲରେ ମା’ ବାଘର ଉପସ୍ଥିତି ରହିଛି କି ନାହିଁ, ସେନେଇ ମଧ୍ୟ ବନ ବିଭାଗ ପକ୍ଷରୁ ଯାଞ୍ଚ କରାଯାଉଛି। ଘୁମୁସର ଉତ୍ତର ବନଖଣ୍ଡରେ ଜଙ୍ଗଲର ପରିମାଣ ବୃଦ୍ଧି ସହ ବନ୍ୟପ୍ରାଣୀ ସୁରକ୍ଷା ନେଇ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିଥିବାରୁ ପୂର୍ବାପେକ୍ଷା ବନ୍ୟପ୍ରାଣୀଙ୍କ ଚଳପ୍ରଚଳ ଅଧିକ ଦେଖିବାକୁ ମିଳୁଥିବା କୁହାଯାଉଛି। ଏ ସମ୍ପର୍କରେ ବନ ବିଭାଗର ଜଣେ ଅଧିକାରୀଙ୍କ ସହ ଯୋଗାଯୋଗ କରିବାରୁ ଘଟଣାର ତଦନ୍ତ ଚାଲିଥିବା ସେ କହିଛନ୍ତି। ତଦନ୍ତ ପରେ ଘଟଣାର ପ୍ରକୃତ ସତ୍ଯ ସତ୍ୟତା ଜଣାପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP